• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ

by Voice of Victims
September 30, 2024
in ଦେଶ ବିଦେଶ, ମୁଖ୍ୟ ଖବର
ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ

ନୂଆଦିଲ୍ଲୀ : ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ। ଭାରତୀୟ ସିନେମାରେ ତାଙ୍କର ଶ୍ରେଷ୍ଠ ଅବଦାନ ପାଇଁ ତାଙ୍କୁ ତାଙ୍କୁ ଫାଲକେ ସମ୍ମାନ ମିଳିବ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଆଗାମୀ ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ପ୍ରଦାନ କରାଯିବ। ଭାରତୀୟ ସିନେମାକୁ ମିଥୁନ ଚକ୍ରବର୍ତ୍ତୀଙ୍କ ବଳିଷ୍ଠ ଅବଦାନ ପାଇଁ ଏହି ସମ୍ମାନ ପ୍ରଦାନ କରାଯିବ। ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀ ତାଙ୍କର ୪୮ ବର୍ଷର କ୍ୟାରିୟର୍‌ରେ ୩୫୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। ଦମ୍‌ଦାର ଡାଇଲଗ୍‌ ସହ ମନଲୋଭା ଅଭିନୟ ପାଇଁ ମିଥୁନ ଚକ୍ରବର୍ତ୍ତୀ ସର୍ବଦା ଲୋକଙ୍କ ହୃଦୟରେ ରାଜ୍‌ କରୁଛନ୍ତି। ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀ ହିନ୍ଦୀ, ବଙ୍ଗାଳୀ, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ ମଧ୍ୟ କହିଛନ୍ତି।

Post Views: 32
Share199Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In