• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

‘ଲକ୍ଷ୍ମୀ’ ବସରେ ଆରମ୍ଭ ହେଲା ‘ୟୁପିଆଇ କ୍ୟୁଆର କୋଡ’

by Voice of Victims
December 13, 2023
in ମୁଖ୍ୟ ଖବର, ରାଜ୍ୟ
‘ଲକ୍ଷ୍ମୀ’ ବସରେ ଆରମ୍ଭ ହେଲା ‘ୟୁପିଆଇ କ୍ୟୁଆର କୋଡ’

ଭୁବନେଶ୍ୱର: ରାଜ୍ୟରେ ‘ଲକ୍ଷ୍ମୀ’ ବସରେ ଯାତାୟତ ବେଳେ କ୍ୟାସଲେସ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ ‘ୟୁପିଆଇ କ୍ୟୁଆର କୋଡ’ର ଶୁଭାରମ୍ଭ କରାଯାଇଛି । ଏହାଦ୍ୱାରା ଯାତ୍ରୀମାନେ ସୁବିଧାରେ କ୍ୟୁଆର କୋଡ ସ୍କାନ କରି ଟଙ୍କା ଦେଇପାରିବେ। ଏହି ବ୍ୟବସ୍ଥାର ଶୁଭାରମ୍ଭ କରି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ଡିଜିଟାଲ ପେମେଣ୍ଟକୁ ଗୁରୁତ୍ୱ ଦିଆଯାଇଥିବାରୁ ଏହାର ଭୂୟସୀ ପ୍ରଶଂସା କରିଛନ୍ତି ଏବଂ ଓଏସ୍‌ଆରଟିସିର ଏହି ପଦକ୍ଷେପକୁ ମଧ୍ୟ ସାଧୁବାଦ ଜଣାଇଛନ୍ତି। ଓଏସଆରଟିସିର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଦିପ୍ତେଶ ପଟ୍ଟନାୟକ କହିଛନ୍ତି, ‘ଏହା ବୈଷୟିକ ପ୍ରଗତିକୁ ସୂଚାଉଛି ଏବଂ କ୍ୟୁଆର କୋଡର ଶୁଭାରମ୍ଭ ସାର୍ବଜନୀନ ପରିବହନ ସେବା ପ୍ରତି ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ପରିବହନ କମିଶନର ଅମିତାଭ ଠାକୁର ଏହି ଅଭିନବ ପ୍ରୟାସ ଉପରେ ଗୁରୁତ୍ୱାରୋପ କରି କହିଛନ୍ତି, ‘ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଏବଂ ଏଚଡିଏଫସି ମଧ୍ୟରେ ଭାଗିଦାରିତା ଏହି ପେମେଣ୍ଟ ପଦ୍ଧତିକୁ ସଫଳ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ।

Post Views: 423
Share198Tweet124Send
Voice of Victims

Voice of Victims

Recent Posts

  • ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା
  • ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
  • ପୁରୀ ମୁନିସିପାଲିଟି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ସତର୍କତା: ଗୋଟିଏ ଦିନ ପାଇଁ କଡା ନିର୍ଦ୍ଦେଶ ଜାରି କଲେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ
  • ମହିଳାଙ୍କୁ ମିଳିବ ସୁନା କଏନ, ପିଲାଙ୍କୁ ମିଳିବ ୫ ଲକ୍ଷର AI ସ୍କିଲ୍ ଟ୍ରେନିଂ
  • ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ବିଧାୟକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In