• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ କୋଠାର ବଦଳିବ ରଙ୍ଗ

by Voice of Victims
October 7, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ କୋଠାର ବଦଳିବ ରଙ୍ଗ

ଭୁବନେଶ୍ୱର: ଲକ୍ଷ୍ମୀ ବସ୍ ଓ ସ୍କୁଲ ପିଲାମାନଙ୍କ ୟୁନିଫର୍ମ ରଙ୍ଗ ବଦଳାଇବାରେ ପରେ ଏବେ ରାଜ୍ୟ ସରକାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସବୁ ସରକାରୀ କୋଠାର ରଙ୍ଗ ବଦଳିବ। ସରକାରୀ କୋଠାର ବାହାର ପାଶ୍ୱର୍ କମଳା ଓ ବର୍ଡ଼ର ନାଲି ରଙ୍ଗ ରହିବ। ସୋମବାର ରାଜ୍ୟ ନିର୍ମାଣ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ଅଧିନସ୍ଥ ସମସ୍ତ ସର୍ବୋଚ୍ଚ ଯନ୍ତ୍ରୀ ଓ ମୁଖ୍ୟ ଯନ୍ତ୍ରୀଙ୍କୁ ଚିଠି କରି ଅବଗତ କରାଯିବା ସହ ତୁରନ୍ତ ପଦକ୍ଷେପ ନେବାକୁ କୁହାଯାଇଛି। ସେଥିରେ ଦର୍ଶାଯାଇଛି ଯେ, ପୂର୍ବରୁ ଥିବା ରଙ୍ଗସବୁ ପରିର୍ତ୍ତନ ହେବ। ଏଣିକି ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ କରାଯିବ। ଏଥିସହ ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ ହେବ।

Post Views: 50
Share201Tweet126Send
Voice of Victims

Voice of Victims

Recent Posts

  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !
  • ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୭.୪
  • ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ
  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In