• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା, ବାରିପଦାରୁ ମୁଖ୍ୟମନ୍ତ୍ରୀ ପଠାଇଲେ ଟଙ୍କା

by Voice of Victims
October 9, 2024
in ମୁଖ୍ୟ ଖବର, ରାଜ୍ୟ
ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା, ବାରିପଦାରୁ ମୁଖ୍ୟମନ୍ତ୍ରୀ ପଠାଇଲେ ଟଙ୍କା

ଭୁବନେଶ୍ବର: ବର୍ତ୍ତମାନ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା।  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାରିପଦାରେ ଆୟୋଜିତ ଏକ କାର୍ଯ୍ୟକ୍ରମରୁ ଏହି ଟଙ୍କା ପଠାଇଛନ୍ତି। ଫଳରେ ଯେଉଁମାନେ ଏହି ଟଙ୍କା ପାଇବା ପାଇଁ ହକଦାର ସେମାନଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେଇ କହିଛନ୍ତି ଯେ, ଆଜି ପ୍ରଥମ ପର୍ଯ୍ୟାୟର ଦ୍ବିତୀୟ କିସ୍ତି ଟଙ୍କା ପଠାଗଲା। ଏଥିରେ 25 ଲକ୍ଷ 11 ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ପଠାଯାଇଛି। ତେବେ ଆଜି ସଂଧ୍ୟା ସୁଦ୍ଧା ସମସ୍ତ ହିତାଧିକାରୀଙ୍କ ନିକଟକୁ ଟଙ୍କା ଯିବ ବୋଲି ସେ କହିଛନ୍ତି।

Post Views: 35
Tags: Subhadra money came to the account
Share198Tweet124Send
Voice of Victims

Voice of Victims

Recent Posts

  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ
  • ୪ ତାରିଖ ଯାଏଁ ଜାରି ରହିବ ଝଡ ବର୍ଷାର ପ୍ରଭାବ
  • ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ ରୁ ୪ ଲେନ୍ କରାଯାଉ, ମୋହନ ମାଝୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In