• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

by Voice of Victims
October 9, 2024
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ୟୁନିଟ -୮ସ୍ଥିତ ଗୋପବନ୍ଧୁ ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ ଦାସ,ଉପ ନିର୍ଦ୍ଦେଶକା (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ଲୋକ ସମ୍ପର୍କ ଅଧିକାରୀ ପ୍ରମୋଦିନୀ ଟେଟେ, ସୁଶ୍ରୀ ସଂଗୀତା ମହାରଣା ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅନ୍ୟାନ୍ୟ ଅଧିକାରୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା,ବୁଦ୍ଧିଜୀବୀ, ସମାଜସେବୀ, ରାଜନୈତିକ ନେତୃବୃନ୍ଦ,ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Post Views: 98
Share199Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In