• About Us
  • Contact Us
Friday, May 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରଥଯାତ୍ରା ପ୍ରସ୍ତୁତି ନେଇ ବଡ଼ ବୈଠକ, ରିପିଟ ନହେଉ ଦଳଚକଟା ଘଟଣା, କେମିତି ହେବ ଭିଡ଼ ନିୟନ୍ତ୍ରଣ ସେ ନେଇ ଆଲୋଚନା

by Voice of Victims
May 22, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରଥଯାତ୍ରା ପ୍ରସ୍ତୁତି ନେଇ ବଡ଼ ବୈଠକ, ରିପିଟ ନହେଉ ଦଳଚକଟା ଘଟଣା, କେମିତି ହେବ ଭିଡ଼ ନିୟନ୍ତ୍ରଣ ସେ ନେଇ ଆଲୋଚନା

ପୁରୀ : ରଥଯାତ୍ରା ପ୍ରସ୍ତୁତି ନେଇ ବଡ଼ ବୈଠକ। ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ରାଜ୍ୟ ଅତିଥି ଭବନରେ ହୋଇଛି ବୈଠକ । ରିପିଟ ନହେଉ ଦଳଚକଟା ଘଟଣା । କେମିତି ହେବ ଭିଡ଼ ନିୟନ୍ତ୍ରଣ। ଗୁଣ୍ଡିଚାରେ ରଥ ଲାଗିବା ପରେ କେଉଁଠି ରହିବ ଚାରା ? କେମିତି ଭକ୍ତମାନେ ଦର୍ଶନ କରିବେ ? କେଉଁ ପଟେ ପଶିବେ ଆଉ କେଉଁ ପଟେ ବାହାରିବେ? କେତେ ସମୟ ଦର୍ଶନ ଚାଲିବ କେତେ ବେଳେ ପହଡ଼ ପଡିବ ।  ଏ ସମସ୍ତ ବିଷୟ ନେଇ ବୈଠକରେ ହୋଇଛି ଆଲୋଚନା ।

ଦଇତା ପତି ନିଯୋଗ ଏନେଇ ପରାମର୍ଶ ଦେଇଛି । ଏହା ସହ ବୈଠକରେ ପୁରା ପ୍ରସ୍ତୁତି ନେଇ ହୋଇଛି ଆଲୋଚନା । କେମିତି ସେବାୟତଙ୍କ ମଧ୍ୟରେ ସମନ୍ୱୟ ରହିବ ସେନେଇ ବୈଠକରେ ଗୁରୁତ୍ୱ ଦିଆଯାଇଛି । ନୀତି ନିର୍ଘଣ୍ଟ ଅନୁଯାୟୀ ଯେମିତି ସମସ୍ତ ରୀତିନୀତି ସମ୍ପନ୍ନ ହେବ ସେନେଇ ଦଇତାପତି ନିଯୋଗଙ୍କ ସହ ଆଲୋଚନା ହୋଇଛି ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ରାଜ୍ୟ ଅତିଥି ଭବନରେ ବିଭିନ୍ନ ସେବାୟତ ନିଯୋଗକୁ ଡାକି ଆଲୋଚନା କରିଛନ୍ତି ଆଇନ ମନ୍ତ୍ରୀ । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଉପସ୍ଥିତ ଥିଲେ ।

Post Views: 16
Share198Tweet124Send
Voice of Victims

Voice of Victims

Recent Posts

  • ଆରଜି କର ଦୁଷ୍କର୍ମ-ହତ୍ୟା ମାମଲା: ସିବିଆଇ ଏସଆଇଟି କରିବ ତଦନ୍ତ, କଲିକତା ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ଓଡ଼ିଶାରେ ଅସମ୍ଭାଳ ତାତି: ଆସନ୍ତା ୨୬ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ, କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀକୁ ଜୀବନରୁ ମାରିଦେବାକୁ ଧମକ, ଭୟଭୀତ ପରିବାର
  • ୧.୧୮ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମିଳିବ ଇଣ୍ଟର୍ନସିପ୍‌ ସୁଯୋଗ: ସୂର୍ଯ୍ୟବଂଶୀ ସୂରଜ
  • ତ୍ୱିଷା ଶର୍ମା ମୃତ୍ୟୁ ମାମଲା; ତଦନ୍ତ କରିବ ସିବିଆଇ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In