• About Us
  • Contact Us
Tuesday, March 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ, ରାତିରେ ମହାପ୍ରଭୁଙ୍କ ସୁନା ବେଶ ଦର୍ଶନ କରିବେ ଭକ୍ତ ଶ୍ରଦ୍ଧାଳୁ

by Voice of Victims
March 3, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ସମସ୍ୟା
ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ପୁରୀ : ଚନ୍ଦ୍ରଗ୍ରହଣ ପାଇଁ ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀ ଜୀଉଙ୍କ ସୁନା ବେଶ ଅନୁଷ୍ଠିତ ସହ ଦୋଳ ବେଦୀ ଠାରେ ସ୍ୱତନ୍ତ୍ର ଦୋଳ ନୀତି ହେବ । ଚଳିତ ବର୍ଷ ଦିନ ବଦଳରେ ରାତିରେ ମହାପ୍ରଭୁଙ୍କ ସୁନା ବେଶ ଦର୍ଶନ କରିବେ ଭକ୍ତ ଶ୍ରଦ୍ଧାଳୁ । ମହଣ ମହଣ ସୁନା ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ରାତି ତମାମ ଭକ୍ତଙ୍କୁ ଦର୍ଶନ ଦେବେ । 

ରାତି ୧ଟାରୁ ଦ୍ବାର ଫିଟାଯାଇ ୧ଟା ୩୦ ଭିତରେ ଶୋଧ, ୧ଟା ୪୫ରେ ମଙ୍ଗଳ ଆଳତୀ, ମଇଲମ ଓ ସୂର୍ଯ୍ୟ ପୂଜା କରାଯାଇଥିଲା । ସନ୍ଧ୍ୟା ୬ଟା ୩୦ ରେ ଗ୍ରହଣ ଭୋଗ ହୋଇ ୭ଟାରେ ମଇଲମ କରାଯିବ । ରାତି ୮ଟାରୁ ୯ଟା ୩୦ ମଧ୍ୟରେ ସୁନା ବେଶ ଅନୁଷ୍ଠିତ ହେଵ ।  ପରେ ରାତ୍ର ୧୦ରୁ ୧୧ଟା ୩୦ ମଧ୍ୟରେ ଗୋପାଳ ବଲ୍ଳଭ ଓ ସକାଳ ଧୂପ ହୋଇ ରାତ୍ର ୧୧ଟାରୁ ୧ଟା ମଧ୍ୟରେ ଭୋଗ ମଣ୍ଡପ ଉଠିବ  ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ଇରାନର ବଡ଼ ଦାବି, ନେତାନ୍ୟାହୁଙ୍କ କାର୍ଯ୍ୟାଳୟ ଉପରେ ମିସାଇଲ୍ ମାଡ଼
  • ଧ୍ୱଂସ ହେବ ଇରାନର ନୌସେନା ଏବଂ ମିସାଇଲ୍ : ମାର୍କୋ ରୁବିଓ
  • ଧ୍ୱଂସ ହେଲା ଇରାନର ସରକାରୀ ଟିଭି କେନ୍ଦ୍ର, ଟିଭି ଚ୍ୟାନେଲ ମୁଖ୍ୟାଳୟ ଉପରେ ଇସ୍ରାଏଲର ବଡ଼ ଧରଣର ଆକ୍ରମଣ
  • ମାର୍ଚ୍ଚ ୨୫ରୁ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ! ବୈଠକରେ ନିଷ୍ପତ୍ତି
  • ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ, ରାତିରେ ମହାପ୍ରଭୁଙ୍କ ସୁନା ବେଶ ଦର୍ଶନ କରିବେ ଭକ୍ତ ଶ୍ରଦ୍ଧାଳୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In