• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପଳାଶୁଣି ଛକ ସଡକ ଦୁର୍ଘଟଣାରେ ମହିଳା ମୃତ

by Voice of Victims
November 21, 2024
in ମୁଖ୍ୟ ଖବର, ରାଜ୍ୟ
ପଳାଶୁଣି ଛକ ସଡକ ଦୁର୍ଘଟଣାରେ ମହିଳା ମୃତ

ଭୁବନେଶ୍ବର: ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତା ପାର୍ ହେଉଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଅଜଣାଗାଡ଼ି। ଦୁର୍ଘଟଣାସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ। ରାସ୍ତା ପଡି ରହିଲା ଖଣ୍ଡବିଖଣ୍ଡିତ ରକ୍ତାକ୍ତ ମୃତଦେହ। ଏନେଇ ପୋଲିସ ଖବର ମିଳିବାପରେ ଘଟଣାସ୍ଥଳରେ ପହଞ୍ଚିଥିବା ସୂଚନା ମିଳିଛି। ଘଟଣସ୍ଥଳରେ ଚାପାଉତ୍ତେଜନା ଦେଖାଦେଇଛି। ସ୍ଥାନୀୟଲୋକ ରାସ୍ତାରୋକ କରିବା ସହ କ୍ଷତି ପୂରଣ ଦାବି କରିଛି। ଫଳରେ ଏନ୍‌ଏଚ୍‌‌ରେ ଟ୍ରାଫିକ୍ ଜାମ୍ ହୋଇଥିବା ଗାଡ଼ି ଗୁଡ଼ିକ ରାସ୍ତାରେ ଅଟକି ରହିଥିବା ସୂଚନା ମିଳିଛି। 

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In