• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଏଏପି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ବଢିଲା ସମସ୍ୟା, ଏଫଆଇଆର ପଞ୍ଜୀକୃତ କଲା ଦିଲ୍ଲୀ ପୋଲିସ

by Voice of Victims
March 28, 2025
in ଦେଶ ବିଦେଶ, ମୁଖ୍ୟ ଖବର
କେଜ୍ରିୱାଲଙ୍କୁ ବର୍ତ୍ତମାନ କୌଣସି ଆଶ୍ବସ୍ତି ନାହିଁ, ହାଇକୋର୍ଟର ନିଷ୍ପତ୍ତିକୁ ଅପେକ୍ଷା କରିବାକୁ କହିଲେ ସୁପ୍ରିମକୋର୍ଟ

New Delhi: Delhi Chief Minister Arvind Kejriwal leaves after casting his vote for the Delhi Assembly elections 2020, at a polling booth in Delhi's Civil Lines on Feb 8, 2020. (Photo: IANS)

ନୂଆଦିଲ୍ଲୀ: ପବ୍ଲିକ୍ ପ୍ରପର୍ଟି ଆକ୍ଟ ଉଲ୍ଲଂଘନ ଅଭିଯୋଗରେ ଦିଲ୍ଲୀ ପୋଲିସ ଆମ୍ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଏବଂ ଅନ୍ୟମାନଙ୍କ ବିରୋଧରେ ଏଫ୍ଆଇଆର୍ ପଞ୍ଜିକରଣ କରିଛି। ଦିଲ୍ଲୀ ପୋଲିସ ରାଉସ୍ ଆଭେନ୍ୟୁ କୋର୍ଟରେ ଏକ ଅନୁପାଳନ ରିପୋର୍ଟ ଦାଖଲ କରି ଏକ ଏଫ୍ଆଇଆର୍ ପଞ୍ଜୀକୃତ ହୋଇଥିବା ସୂଚନା ଦେଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୧୮ ତାରିଖରେ ହେବ।

୨୦୧୯ ରେ ଦ୍ୱାରକାଠାରେ ଏକ ବିରାଟ ହୋର୍ଡିଂ ଲଗାଯାଇ ସରକାରୀ ଅର୍ଥର ଅପବ୍ୟବହାର ଅଭିଯୋଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ଅନ୍ୟମାନଙ୍କ ବିରୋଧରେ ଏଫଆଇଆର ପଞ୍ଜିକରଣ କରିବାକୁ ଦାବି କରାଯାଇଥିଲା।

Post Views: 78
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In