• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ, ୮ ଗୁରୁତର

by Voice of Victims
July 1, 2024
in ମୁଖ୍ୟ ଖବର, ରାଜ୍ୟ
ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ, ୮ ଗୁରୁତର

ଭୁବନେଶ୍ବର: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ଅଘଟଣ ଘଟିଛି। ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହେବା ଯୋଗୁ ୮ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତର ଶ୍ରମିକଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତେ ଆଇସିୟୁରେ ଥିବା ଜଣାଯାଇଛି।  ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ବିଷାକ୍ତ କାର୍ବନ ମନୋକ୍ସାଇଡ୍‌ ଗ୍ୟାସ୍‌ ଲିକ୍ ହୋଇଥିଲା। ବିଷାକ୍ତ ଗ୍ୟାସରେ ଶ୍ୱାସ ରୁଦ୍ଧ ହୋଇ  ୮ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି।ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣା ପ୍ରଥମ ନୁହେଁ। ବାରମ୍ବାର ଷ୍ଟିଲ୍‌ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ହୋଇ ଅନେକ ଶ୍ରମିକ ଗୁରୁତର ଆହତ ହୋଇଥିବା ବେଳେ କେତେ ଜଣ ଶ୍ରମିକଙ୍କ ଜୀବନ ଯାଇଛି। ଏହାସତ୍ତ୍ୱେ ବି ପ୍ଲାଣ୍ଟ କର୍ତ୍ତୃପକ୍ଷ ଶ୍ରମିକଙ୍କ ନିରାପତ୍ତା ନେଇ କୌଣସି ପଦକ୍ଷେପ  ଗ୍ରହଣ କରିନଥିବା ଅଭିଯୋଗ ହୋଇଛି।  ତେବେ ଆଜି ଏହି ଅଘଟଣ ପରେ ପ୍ଲାଣ୍ଟ କର୍ତ୍ତୃପକ୍ଷ  ପ୍ରତିକ୍ରିୟା ରଖି ନାହାନ୍ତି।

Post Views: 22
Tags: Accident at Rourkela Steel Plant
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In