• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ

by Voice of Victims
July 22, 2024
in ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ

ଭୁବନେଶ୍ବର: ଦାୟିତ୍ବ ଗ୍ରହଣ କରିବା ପରେ ରାଜ୍ୟ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଆଜି ସଂଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ଆଚାର୍ଯ୍ୟଙ୍କୁ ତାଙ୍କ ନୂତନ ଦାୟିତ୍ବ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ଶ୍ରୀ ଆଚାର୍ଯ୍ୟଙ୍କ ‌ଅଭିଜ୍ଞ ପରାମର୍ଶ ନ୍ୟାୟିକ କ୍ଷେତ୍ରରେ ରାଜ୍ୟର ସ୍ବାର୍ଥର ସୁରକ୍ଷା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ସାକ୍ଷାତ ସମୟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।

Post Views: 27
Share199Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In