• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏଣିକି ପାଣିପାଗ ବାବଦରେ ପୂର୍ବାନୁମାନ କରିବ AI, ସୂଚନା ଦେଲା ଆଇଏମ୍‌ଡି

by Voice of Victims
June 14, 2025
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର
ଆସନ୍ତାକାଲିଠୁ ପ୍ରବଳ ବର୍ଷା

ଭୁବନେଶ୍ୱର : ଏଣିକି ପାଣିପାଗ ବାବଦରେ ପୂର୍ବାନୁମାନ କରିବ AI । ସୂଚନା ଦେଲେ ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ । ଏବେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ଅଛି ।

ଅନ୍ୟପଟେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ୧୬ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରିସ୍ଥିତି ସୁହାଇଲେ ଏହା ପ୍ରଭାବରେ ଏକ ଲଘୁଚାପ ମଧ୍ୟ ସୃଷ୍ଟି ହୋଇପାରେ। ଏମିତି ହେଲେ ରାଜ୍ୟରେ ମୌସୁମୀ ସକ୍ରିୟ ହେବା ସହ ବର୍ଷାର ପ୍ରଭାବ ବୃଦ୍ଧି ପାଇବ। ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ପାଗ ଅନୁକୂଳ ରହିଛି। ଶେଷ ରଜ ଅର୍ଥାତ ୧୬ ତାରିଖରୁ ବର୍ଷାର ପ୍ରଭାବ ବଢ଼ିବା ନେଇ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In