• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ

by Voice of Victims
April 7, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ

ଝାରସୁଗୁଡ଼ା: ଖୁବଶୀଘ୍ର ଝାରସୁଗୁଡ଼ା ବିମାନବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା । ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆରମ୍ଭ ହେବ ଏହି ସେବା । ଏହି ବିକାଶ ସହ ଝାରସୁଗୁଡା ପଶ୍ଚିମ ଓଡିଶାର ଆଉଏକ ପ୍ରମୁଖ ଅର୍ଥନୈତିକ ପେଣ୍ଠସ୍ଥଳି ପାଲଟିବାକୁ ଟାଉଛି । ଏଠାରୁ ସିଧାସଳଖ ଦେଶ ଓ ବିଦେଶକୁ ପଠାଯାଇ ପାରିବ ସାମଗ୍ରୀ । ଭୌଗଳିକ ଓ ଭିତ୍ତିଭୂମି ଦୃଷ୍ଟିକୋଣରୁ କାର୍ଗୋ ଏୟାର ପୋର୍ଟ ପାଇଁ ଝାରସୁଗୁଡ଼ା ଉପଯୁକ୍ତ ସ୍ଥାନ । ତେବେ କମ୍ ଅବଧି ଯୁକ୍ତ ଖାଦ୍ୟସାମଗ୍ରୀ ହେଉ ଅଥବା ଅନ୍ୟ କୌଣସି ଦ୍ରବ୍ୟ ସ୍ଥାନାନ୍ତର କରିବାରେ ଏହି ସେବା ବିଶେଷ ସହାୟକ ହେବ ।

ଆଗରୁ ଏଠାରେ ରୋଡ୍ ଓ ଟ୍ରେନ ଯୋଗେ ପରିବହନ ହେଉଥିବା ବେଳେ ଏବେ ବିମାନରେ କାର୍ଗୋ ପରିବହନ ଝାରସୁଗୁଡ଼ାକୁ ନୂଆ ପରିଚୟ ଦେବ । ଏନେଇ ଝାରସୁଗୁଡ଼ା ବିମାନବନ୍ଦରରେ ଆୟୋଜିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ସେବା ଆରମ୍ଭର ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ କ୍ଷୁଦ୍ର ଏୟାର କାର୍ଗୋ ପରିବହନ ଆରମ୍ଭ କରାଯିବ ପରେ ଆବଶ୍ୟକତା ଅନୁଯାୟୀ ବୃହତ ଏୟାର କାର୍ଗୋ ପରିବହନ କରାଯିବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

Post Views: 7
Share196Tweet123Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In