• About Us
  • Contact Us
Monday, July 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭାରତ-ଚୀନ ମଧ୍ୟରେ ବିମାନ ସେବା ଆଜିଠାରୁ ଆରମ୍ଭ, ନଭେମ୍ବରରୁ ଚାଇନା ଇଷ୍ଟର୍ଣ୍ଣ ଆରମ୍ଭ କରିବ ସେବା

by Voice of Victims
October 26, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଭାରତ-ଚୀନ ମଧ୍ୟରେ ବିମାନ ସେବା ଆଜିଠାରୁ ଆରମ୍ଭ, ନଭେମ୍ବରରୁ ଚାଇନା ଇଷ୍ଟର୍ଣ୍ଣ ଆରମ୍ଭ କରିବ ସେବା

ନୂଆଦିଲ୍ଲୀ : ଆଜିଠୁ ଭାରତ-ଚୀନ ମଧ୍ୟରେ ଆରମ୍ଭ ହେବ ସିଧା ବିମାନ ସେବା । କୋଲକାତାରୁ ଉଡ଼ାଣ ଆରମ୍ଭ କରି ଗୁଆଙ୍ଗଝୋଉ ଯିବ ଇଣ୍ଡିଗୋ ବିମାନ । ନଭେମ୍ବର ୧୦ ତାରିଖରୁ ଦିଲ୍ଲୀ-ଗୁଆଙ୍ଗଝୋଉ ମଧ୍ୟରେ ପୁଣି ବିମାନ ଉଡ଼ାଣ । ଚୀନ୍ ଏୟାରଲାଇନର ଚାଇନା ଇଷ୍ଟର୍ଣ୍ଣ ଆରମ୍ଭ କରିବ ବିମାନ ସେବା । ସପ୍ତାହକୁ ୩ ଦିନ ବୁଧବାର, ଶନିବାର ଓ ରବିବାର ବିମାନ ସେବା ଉପଲବ୍ଧ ହେବ । ନଭେମ୍ବର ୯ ତାରିଖରୁ ସାଂଘାଇ-ନୂଆଦିଲ୍ଲୀ ମଧ୍ୟରେ ବିମାନ ସେବା ହେବ ।

୫ ବର୍ଷ ପରେ ଉଭୟ ଦେଶ ମଧ୍ୟରେ ବିମାନ ସେବା ଆରମ୍ଭ ହୋଇଛି । ୨୦୨୦ ମାର୍ଚ୍ଚ କୋଭିଡ ପରେ ଭାରତ ସବୁ ଅନ୍ତର୍ଜାତୀୟ ବିମାନ ସେବା ରଦ୍ଦ କରିଥିଲା । ଏହା ପରେ ଚୀନ ବି ସବୁ ବିମାନ ସେବା ବନ୍ଦ କରିଥିଲା । ଏହାପରଠୁ ଭାରତ-ଚୀନ ବିମାନ ସେବା ବନ୍ଦ ରହିଆସିଥିଲା । ୨୦୨୦ ମାର୍ଚ୍ଚରେ କୋଭିଡ୍-୧୯ ମହାମାରୀ ବ୍ୟାପିବା ଯୋଗୁଁ ଭାରତ ସମସ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇଥିଲା । ସେହି ସମୟରେ, ଚୀନ୍ ମଧ୍ୟ ଏହାର ସୀମାରେ କଡ଼ା କଟକଣା ଜାରି କରିଥିଲା । ଦୁଇ ଦେଶ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ ବନ୍ଦ କରି ଦେଇଥିଲା ।

Post Views: 47
Share198Tweet124Send
Voice of Victims

Voice of Victims

Recent Posts

  • କୃତ୍ରିମ ବୁଦ୍ଧିମତା ହିଁ ସାଂପତ୍ରିକ ଭାରତର ଆହ୍ୱାନ: ପ୍ରଫେସର ସୁଧିନ୍ଦ୍ର ନାଥ ପଣ୍ଡା, ସୋଆରେ ବିଂଶତମ ଏମ ଏସ ସ୍ୱାମୀନାଥନ ସ୍ମାରକୀ ବକ୍ତୃତା ମାଳା
  • ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
  • ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ଦ୍ୱାରା ପୋଷ୍ୟ ପଂଚାୟତ , ଗୁହାଳସିଙ୍ଘରେ ପ୍ରାଥମିକ ଆଇନ ସହାୟତା ପରାମର୍ଶ କେନ୍ଦ୍ର ଉଦଘାଟନ
  • ରଣପୁର ମହାବିଦ୍ୟାଳୟର ୪୮ତମ ପ୍ରତିଷ୍ଠା ଦିବସ ପାଳିତ, ଚରିତ୍ର ଗଠନ ସହ ସମାଜସେବାର ଆଦର୍ଶରେ ଗଢ଼ି ଉଠନ୍ତୁ ଯୁବପିଢ଼ି: ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା
  • ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In