• About Us
  • Contact Us
Thursday, September 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ତତଲା କଡେଇରେ ସାରା ଓଡିଶା

by Voice of Victims
April 5, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ତତଲା କଡେଇରେ ସାରା ଓଡିଶା

ଭୁବନେଶ୍ବର: ଆଜି ସାରା ଓଡିଶାର ନାହିଁ ନ ଥିବା ତାତି ଅନୁଭୂତ ହେବାରେ ଲାଗିଛି। ସକାଳୁ ସକାଳୁ ରାଜ୍ୟର ସବୁ ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ହେବାରେ ଲାଗିଛି। ଗତକିଛି ଦିନ ଓଡିଶାରେ ପ୍ରବଳ ତାତି ଅନୁଭୂତ ହେବାରେ ଲାଗିଛି। ହେଲେ ଆଜି ସକାଳୁ ଯେପରି ତାପମାତ୍ରା ଅନୁଭୂତ ହୋଇଛି ତାହା ଆଗରୁ କେବେ ହୋଇ ନ ଥିଲା। ଗତକାଲି ରାଜ୍ୟରେ ସର୍ବାଧିକ ୪୨ଡ଼ିଗ୍ରୀରେ ପହଁଚିଥିଲା। ହେଲେ ଆଜି ଆହୁରି ଅଧିକ ତାପମାତ୍ର ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି। ଭୁବନେଶ୍ବର ପାଣିପାଗ ବିଭାଗର ସୂଚନା ଆନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା ହେଲା ଭୁବନେଶ୍ୱର: ୩୯.୮, କେନ୍ଦୁଝର: ୩୯.୨, ବାଲେଶ୍ୱର:୩୮, ଝାରସୁଗୁଡା : ୩୮ ,ରାଉରକେଲା: ୩୭.୮, ଚାନ୍ଦବାଲି: ୩୭.୪, ସମ୍ବଲପୁର: ୩୭.୪ , ହୀରାକୁଦ: ୩୬.୬ ପୁରୀ: ୩୨.୪, ପାରାଦୀପ: ୩୨, ଗୋପାଳପୁର: ୩୧.୮ ରହିଛି।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ବିହାର ସମସ୍ତିପୁରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ; ଭିଡିଓ ଭାଇରାଲ, ୪ ଅଭିଯୁକ୍ତ ଗିରଫ
  • ଚଳନ୍ତା ବସରେ ଭୟଙ୍କର ଅଗ୍ନିକାଣ୍ଡ, ୯ ମୃତ
  • କଟକରେ ପନିରକୁ ନେଇ ବଡ଼ ଖୁଲାସା, ମିଶୁଛି ମଇଦା ଓ ଡିଟରଜେଣ୍ଟ
  • ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ, ଦକ୍ଷିଣ ଓଡ଼ିଶାରେ ଝଡ଼ବର୍ଷାର ତାଣ୍ଡବ
  • ଗୀତା ପରିବାର ପକ୍ଷରୁ ସମ୍ପୂର୍ଣ୍ଣ ଗୀତା ପାରାୟଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In