• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶୀତକାଳୀନ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

by Voice of Victims
November 26, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଶୀତକାଳୀନ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ସମେତ ଆଇନ ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକ ଉପସ୍ଥିତ ରହିଛନ୍ତି । ଏହା ସହ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ଉପସ୍ଥିତ ରହିଛନ୍ତି । ଶୀତ ଅଧିବେଶନ ସୁରୁଖୁରୁରେ କରିବାକୁ ଆଲୋଚନା କରାଯାଇଛି।

ସୂଚନା ଯୋଗ୍ୟ; ନଭେମ୍ବର ୨୭ରୁ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ବିଧାନସଭା ଶୀତ ଅଧିବେଶନ। ଏଥିପାଇଁ ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସି ବିଧାନସଭାରେ ଉଦବୋଧନ ଦେବେ ମହାମହିମ। ଅପରାହ୍ନରେ ଉଦବୋଧନ ଦେବେ ରାଷ୍ଟ୍ରପତି। ପ୍ରଥମଥର ପାଇଁ ଓଡିଶା ବିଧାନସଭା ଇତିହାସରେ ଗୃହକୁ ଉଦବୋଧନ କରିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଗୃହ କାର୍ଯ୍ୟ ସୁରୁଖୁରରେ ଚଳାଇବା ପାଇଁ ସହଯୋଗ ଲୋଡିଛନ୍ତି ବାଚସ୍ପତି।

Post Views: 22
Share197Tweet123Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In