• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୧୬ରେ ସର୍ବଦଳୀୟ ବୈଠକ: ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ

by Voice of Victims
September 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
୧୬ରେ ସର୍ବଦଳୀୟ ବୈଠକ: ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ୧୬ରେ ସର୍ବଦଳୀୟ ବୈଠକ । ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ । ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ । ସୁରୁଖୁରରେ ବିଧାନସଭା ସାରିବା ନେଇ ହେବ ଆଲୋଚନା । ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି ।

ଅନ୍ୟପଟେ ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦିଆଯିବ । ଏ ନେଇ ବ୍ୟକ୍ତିଗତ ଧ୍ୟାନ ଦେବାକୁ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗୀୟ ସଚିବ ବିଦେଶ ଯାତ୍ରାରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶରେ କୁହାଯାଇଛି । ରାଜ୍ୟ ବାହାରକୁ ଗସ୍ତ ଯଥାସମ୍ଭବ ସୀମିତ କରିବାକୁ କୁହାଯାଇଛି । ସ୍ଥିର କରାଯାଇଥିବା ଗସ୍ତ କାର୍ଯ୍ୟକ୍ରମ ଘୁଞ୍ଚାଇବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ।

Post Views: 51
Share197Tweet123Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In