• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କଟକ ବଡ ମେଡିକାଲରେ ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗ

by Voice of Victims
August 13, 2024
in ମୁଖ୍ୟ ଖବର, ରାଜ୍ୟ
କଟକ ବଡ ମେଡିକାଲରେ ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ବର: ଆଜି କଟକ ଏସସିବି ମେଡିକାଲରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଚିକିତ୍ସା ସମୟରେ ମହିଳା ରୋଗୀଙ୍କୁ ଜଣେ ଡାକ୍ତର ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ପୀଡ଼ିତା ମହିଳାଜଣଙ୍କ କାର୍ଡିଓଲୋଜି ବିଭାଗରେ ଚିକିତ୍ସିତ ହେଉଥିଲେ। ଏହି ସମୟରେ ଅଭିଯୁକ୍ତ ଡାକ୍ତର ତାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ଏହା ଜାଣିବା ପରେ ଡାକ୍ତରଖାନାରେ ଉତ୍ତେଜନା ଦେଖାଯାଇଥିଲା। ସମ୍ପର୍କୀୟମାନେ ଡାକ୍ତରଙ୍କୁ ମାଡ ମାରିବା ସହିତ ମଙ୍ଗଳବାଗ ଥାନାରେ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ଅଭିଯୁକ୍ତ ଡାକ୍ତର ଗୁରୁତର ଅବସ୍ଥାରେ ଏସସିବି ରେ ଚିକିତ୍ସିତ ହେଉଥିବା ଜଣାପଡିଛି। ସେପଟେ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗରେ ମଧ୍ୟ ଥାନାରେ ମାମଲା ରୁଜୁ ହୋଇଛି। ତେବେ ଏହି ଘଟଣାରେ କେତେ ସତ୍ୟତା ରହିଛି, ତାହା ଜଣାପଡିନାହିଁ। ଏନେଇ ଡାକ୍ତରଖାନା କର୍ତ୍ତୁପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ଆସିପାରିନାହିଁ। ପୋଲିସ ତଦନ୍ତ ପରେ ଏହାର ସତ୍ୟତା ଜଣାପଡିବ ବୋଲି କୁହାଯାଇଛି।

Post Views: 53
Share199Tweet124Send
Voice of Victims

Voice of Victims

Recent Posts

  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା
  • ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In