• About Us
  • Contact Us
Saturday, September 19, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ, WhatsApp ଜରିଆରେ ହୋଇଛି ଲିକ୍

by Voice of Victims
September 18, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ପରିଚୟ ପତ୍ର ବାଧ୍ୟତାମୂଳକ, ନିୟମ ଉଲ୍ଲଂଘନ କଲେ ପୋଲିସ କାର୍ଯ୍ୟାନୁଷ୍ଠାନ

oppo_1026

ଭୁବନେଶ୍ୱର : କେଉଁଠି ଓ କିପରି ହେଲା ଉତ୍କଳ ବିଶ୍ବବିଦ୍ୟାଳୟ ପ୍ରଶ୍ନପତ୍ର ଲିକ୍ । କୁଳପତିଙ୍କ ନେତୃତ୍ୱରେ ତାହାର ତଦନ୍ତ କରାଯିବ ସେନେଇ ପ୍ରତିକ୍ରିୟା ରଖିଛନ୍ତି ପରୀକ୍ଷା ନିୟନ୍ତ୍ରକ ଡ. ହୃଷୀକେଶ ନାୟକ । ଯୁକ୍ତ ୩ ଦ୍ବିତୀୟ ସେମିଷ୍ଟାର ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ର ଲିକ୍ ହୋଇଥିବା ସେ ସ୍ବୀକାର କରିଛନ୍ତି । WhatsApp ମାଧ୍ୟମରେ ପ୍ରଶ୍ନପତ୍ର ଲିକ୍ ହୋଇଥିବା କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ।

ତେବେ କେଉଁଠୁ ହୋଇଛି ପ୍ରଶ୍ନପତ୍ର ଲିକ୍ କୁଳପତିଙ୍କ ନେତୃତ୍ୱରେ ତାହାର ତଦନ୍ତ କରାଯିବ । ଏନେଇ ସାଇବର ଥାନାରେ ଏନେଇ ଏତଲା ଦିଆଯିବ । ଯଦି ପ୍ରକୃତରେ ପ୍ରଶ୍ନପତ୍ର ଲିକ୍ ହୋଇଥିବା କଥା ସାମ୍ନାକୁ ଆସେ ତେବେ ପୁନଃ ପରୀକ୍ଷା କରାଯିବ ବୋଲି ସୂଚନା ଦିଆଯାଇଛି । ଯୁକ୍ତ ୩ର ପ୍ରାୟ ୩୦୦ କଲେଜରେ ଦ୍ବିତୀୟ ସେମିଷ୍ଟାର ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ସେପ୍ଟେମ୍ବର ୧୨ ତାରିଖରୁ ଆରମ୍ଭ ହୋଇଛି ପରୀକ୍ଷା । WhatsAppରେ ଆଗୁଆ ବୁଲୁଥିଲା ଯୁକ୍ତ ୩ ଦ୍ବିତୀୟ ସେମିଷ୍ଟାର ପରୀକ୍ଷାର ସମସ୍ତ QUISTION PAPER .।

Post Views: 21
Share197Tweet123Send
Voice of Victims

Voice of Victims

Recent Posts

  • ଆଜି ଏସିଆନ୍ ଗେମ୍ସ ଉଦ୍‌ଘାଟନୀ : ମନୁ ଓ ତଜିନ୍ଦରପାଲ୍ ସିଂହ ତୁର୍ ଭାରତର ଧ୍ୱଜାବାହକ
  • ଟ୍ରେନିଂ ବେଳେ ଆକାଶରେ ବଡ଼ ଦୁର୍ଘଟଣା ! କ୍ରାସ୍ ହେଲା F-16 ଫାଇଟର ଜେଟ୍
  • ୨୦ ଘଣ୍ଟା ପରେ ସ୍ବାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
  • ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
  • ପାକିସ୍ତାନରେ ଲାଗିଲା ନୂଆ କଟକଣା,  ରାତି ୯ଟାରେ ବନ୍ଦ ହେବ ଦୋକାନ ଓ ବଜାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In