• About Us
  • Contact Us
Monday, May 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଡାକ୍ତରଙ୍କୁ ଅପହରଣ ଅଭିଯୋଗ

by Voice of Victims
June 2, 2024
in ମୁଖ୍ୟ ଖବର, ରାଜ୍ୟ
ଡାକ୍ତରଙ୍କୁ ଅପହରଣ ଅଭିଯୋଗ

ଭୁବନେଶ୍ବର: କାଲିମେଳାରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ମାଓବାଦୀ ଗତକାଲି ବିଳମ୍ଭିତ ରାତିରେ ଅପହରଣ କରିନେଇଥିବା ଜଣା ପଡ଼ିଛି। ଅପହୃତ ଡାକ୍ତରଙ୍କ ନାଁ ଅମ୍ଲାନ କୁମାର ଭୋଇ ବୋଲି ସୂଚନା ମିଳିଛି। ଏ ସମ୍ପର୍କରେ ମାଓବାଦୀମାନେ ସରକାରୀ କ୍ଵାର୍ଟରରେ ସିପିଆଇ ମାଓବାଦୀ ବୋଲି ଲେଖାଥିବା ଏକ ଚିଠି ଛାଡ଼ି ଯାଇଥିବାର ସୂଚନା ମିକିଛି। ସରକାରୀ କ୍ଵାଟର ଭିତରେ ଡାକ୍ତରଙ୍କ ମୋବଇଲ ଓ ଘର ବାହାରେ ବାଇକ ରହିଥିବାର ଦେଖିବାକୁ ମିଳିଛି। ଶୁକ୍ରବାର ଦିନ ଜଣେ ମହିଳାଙ୍କ ଶବ ବ୍ୟବଚ୍ଛେଦକୁ କେନ୍ଦ୍ର କରି ଡାକ୍ତରଙ୍କ ସହ କିଛି ଲୋକଙ୍କ ବଚସା ହୋଇଥିଲା। ଏହି ଘଟଣାକୁ କେନ୍ଦ୍ର କରି ଡାକ୍ତରଙ୍କୁ ଅପହରଣ କରାଯାଇଥିବାର ଅନୁମାନ କରାଯାଉଛି। ଅନ୍ୟପଟେ ଏସଡିପିଓ ସଚିନ ପଟେଲ ମେଡିକାଲକୁ ଆସି ତନାଘନା ଆରମ୍ଭ କରିବା ସହିତ ଚିଠି ଜବତ କରିଛନ୍ତି। ଡାକ୍ତରଙ୍କୁ ମାଓବାଦୀ ନାଁ କେହି ଦୁର୍ବୃତ୍ତ ଅପହରଣ କରିଛନ୍ତି ସେ ବିଷୟରେ ସଠିକ ସୂଚନା ମିଳିପାରିନାହିଁ । ଘଟଣା ଯୋଗୁଁ ଡାକ୍ତରଙ୍କ ମହଲରେ ଆତଙ୍କ ଖେଳିଯାଇଛି।

Post Views: 43
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In