• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରା ସ୍ଥଗିତ, ଖବରକୁ ଗୁଜବ ବୋଲି କହିଲେ ଜମ୍ମୁ କଶ୍ମୀର DIPRO

by Voice of Victims
July 16, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରା ସ୍ଥଗିତ, ଖବରକୁ ଗୁଜବ ବୋଲି କହିଲେ ଜମ୍ମୁ କଶ୍ମୀର DIPRO

ନୂଆଦିଲ୍ଲୀ: ପ୍ରବଳ ବର୍ଷା ହେଉଥିବାରୁ ଅମରନାଥ ଯାତ୍ରାକୁ ସ୍ଥଗିତ କରାଯାଇଛି । ପ୍ରବଳ ବର୍ଷା ପାଇଁ ଯାତାୟତରେ ଅସୁବିଧା ହେବା ସହ ବାଲଥାଲ ଏବଂ ପହଲଗାମରୁ ତୀର୍ଥଯାତ୍ରୀଙ୍କୁ ବର୍ତ୍ତମାନ ପାଇଁ ବନ୍ଦ କରାଯାଇଛି । ତୀର୍ଥଯାତ୍ରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ପ୍ରଥମ ଥର ପାଇଁ ଅମରନାଥ ଯାତ୍ରାକୁ ସ୍ଥଗିତ କରାଯାଇଛି । ତେବେ ଏଭଳି ଖବରକୁ ଖଣ୍ଡନ କରିଛନ୍ତି ଜମ୍ମୁ କଶ୍ମୀର DIPRO ।

ଖବର ମୁତାବକ, ଜମ୍ମୁ ଏବଂ କାଶ୍ମୀରରେ ପାଗ ବହୁତ ଖରାପ ରହିଛି ଏବଂ ଗତକାଲିଠାରୁ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଯୋଗୁଁ ନଦୀ ଏବଂ ନାଳଗୁଡିକ ଉଛୁଳି ପଡିଛି । ଅନେକ ଜିଲାରେ ଅଣ୍ଡରପାସ୍ ବର୍ଷା ପାଣିରେ ପୂର୍ଣ୍ଣ ହୋଇଛି ।

ପାହାଡ ଫାଟିବା ଏବଂ ଭୂସ୍ଖଳନର ଆଶଙ୍କା ମଧ୍ୟ ରହିଛି । ଭାରତୀୟ ପାଣିପାଗ ବିଭାଗର ଆଗାମୀ ୫ଦିନ ଅର୍ଥାତ୍ ୨୧ ଜୁଲାଇ ପର୍ଯ୍ୟନ୍ତ ଜମ୍ମୁ ଏବଂ କାଶ୍ମୀରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି ବୋଲି କୁହାଯାଉଥିଲା ।

ତେବେ ଏହାକୁ ମନା କରିଛନ୍ତି ଜମ୍ମୁ କଶ୍ମୀର DIPRO । DIPRO ବିଭାଗ ପକ୍ଷରୁ ଡିଭିଜିନାଲ କମଶନର କହିଛନ୍ତି, ସୋସିଆଲ ମିଡିଆରେ ଅମରନାଥ ଯାତ୍ରାକୁ ନେଇ ଗୁଜବ ପ୍ରଚାରିତ ହେଉଛି । ଏଥିପ୍ରତି ଧ୍ୟାନ ନ ଦେବାକୁ ଅନୁରୋଧ । ଅମରନାଥ ଯାତ୍ରା ବିନା କୌଣସି ପ୍ରତିବନ୍ଧକରେ ଚାଲୁ ରହିଛି । ୧୫ ଜୁଲାଇରେ ୨.୩୪ ଲକ୍ଷ ତୀର୍ଥଯାତ୍ରୀ ଯାତ୍ରା କରୁଛନ୍ତି ।

Post Views: 64
Share199Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In