• About Us
  • Contact Us
Friday, February 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସ୍ବାସ୍ଥ୍ୟ ସେବା ପାଇଁ ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ, ଏସିବିର ପୁନର୍ବିକାଶ ପାଇଁ ୧ ହଜାର କୋଟି

by Voice of Victims
February 20, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ସ୍ବାସ୍ଥ୍ୟ ସେବା ପାଇଁ ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ, ଏସିବିର ପୁନର୍ବିକାଶ ପାଇଁ ୧ ହଜାର କୋଟି

ଭୁବନେଶ୍ୱର : ସ୍ବାସ୍ଥ୍ୟ ସେବା ପାଇଁ ସରକାର ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି ।  ଏହା ମୋଟ ବଜେଟର ୭. ୫ ପ୍ରତିଶତ ।  ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ପାଇଁ ୪ ହଜାର ୨୭୯ କୋଟି ଟଙ୍କା ଆବଣ୍ଟିତ ହୋଇଛି ।  ଗଜପତି, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ତିନିଟି ଆୟୁର୍ବେଦିକ ମେଡିକାଲ କଲେଜ ପ୍ରତିଷ୍ଠା ହେବ ।  ନୟାଗଡ଼ ଓ ନୂଆପଡ଼ାରେ ପ୍ରତିଷ୍ଠା ହେବ ହୋମିଓପାଥୀ ମେଡିକାଲ କଲେଜ।

ସମସ୍ତ ମେଡିକାଲରେ ରକ୍ତଭଣ୍ଡାର ପ୍ରତିଷ୍ଠା ଓ ରକ୍ତଭଣ୍ଡାର ଆଧୁନିକୀ କରଣ ପାଇଁ ଆରମ୍ଭ ହେବ ଅଟଳ ରକ୍ତଦାନ ଅଭିଯାନ ।  ଏହାସହ ୨ ବର୍ଷରେ ରାଜ୍ୟରେ ୫ଶହ ପିଜି ସିଟ୍ ବୃଦ୍ଧି କରାଯିବ ।  ଓଡ଼ିଶା କର୍କଟ ଚିକିତ୍ସା ଯୋଜନାକୁ ମୁଖ୍ୟମନ୍ତ୍ରୀ କର୍କଟ ଚିକିତ୍ସା ଅଭିଯାନରେ ରୂପାନ୍ତରିତ କରାଯିବ ।  ମେଡିକାଲ କଲେଜ, ଜିଲ୍ଲା ମୁଖ୍ୟାଳୟ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୫ ହଜାର IPD ଶଯ୍ୟା ଯୋଡ଼ାଯିବ ।  ଏସିବିର ପୁନର୍ବିକାଶ ପାଇଁ ୧ ହଜାର କୋଟି ଏବଂ ଏମକେସିଜି ଓ ବୁର୍ଲା ପାଇଁ ୬ଶହ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen
  • ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨୩ରୁ ରାଜ୍ୟରେ ବିଜୁଳି ଘଡଘଡି
  • ସ୍ବାସ୍ଥ୍ୟ ସେବା ପାଇଁ ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ, ଏସିବିର ପୁନର୍ବିକାଶ ପାଇଁ ୧ ହଜାର କୋଟି
  • ୨୦୨୬-୨୭ ପାଇଁ ୩.୧୦ ଲକ୍ଷ କୋଟି ଟଙ୍କାର ବଜେଟ୍ : କେଉଁ ବିଭାଗ ପାଇଁ କେତେ, ଭିତ୍ତିଭୂମି ସମ୍ପ୍ରସାରଣ, ନିଯୁକ୍ତି ସୁଯୋଗ ଉପରେ ଗୁରୁତ୍ବ
  • ଇରାନକୁ ଟ୍ରମ୍ପଙ୍କ ଶେଷ ଚେତାବନୀ! ସୁଧୁରି ଯାଉ ଇରାନ, ନହେଲେ ଭୟଙ୍କର ପରିଣାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In