• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପୁଣି ଶିମିଳିପାଳକୁ ଆସିବ ମହାବଳ

by Voice of Victims
November 7, 2024
in ମୁଖ୍ୟ ଖବର, ରାଜ୍ୟ
ପୁଣି ଶିମିଳିପାଳକୁ ଆସିବ ମହାବଳ

ଭୁବନେଶ୍ୱର: ଶିମିଳିପାଳକୁ  ଦ୍ୱିତୀୟ ପର୍ୟ୍ୟାୟ ବାଘୁଣୀକୁ ଆଣିବା ପ୍ରକିୟା ଆରମ୍ଭ ହୋଇଛି। ଏଥିପାଇଁ ଏକ ୧୦ ଜଣିଆ ସ୍ୱତନ୍ତ୍ର ଟିମ ମହାରାଷ୍ଟ୍ର ଯାଇଛି। ସେମାନେ ତଡବା ଜଙ୍ଗଲରେ ରହି ମହାବଳର ଅନୁଧ୍ୟାନ କରିବେ। ଆସନ୍ତା ସପ୍ତାହରେ ମହାବଳ ବାଘୁଣୀକୁ ଶିମିଳିପାଳ ଅଣାଯିବ ବୋଲି ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗତ ୨୮ ତାରିଖରେ ମହାରାଷ୍ଟ୍ରର ତଡବା ଜଙ୍ଗଲରୁ ବାଘୁଣୀ ଯମୁନାକୁ ଅଣାଯାଇଥିଲା ଶିମିଳିପାଳ। ୨୯ରେ ବାଘୁଣୀକୁ ଶିମିଳିପାଳ ଅଭୟାରଣ୍ୟର ସ୍ୱତନ୍ତ୍ର ଏନକ୍ଲୋଜର ଭିତରେ ଛଡ଼ା ଯାଇଥିଲା। କିଛି ଦିନ ତଳେ ବାରହା ଶିକାର କରି ଖାଇଥିଲା ଯମୁନା।ରାଜ୍ୟରେ ବର୍ତ୍ତମାନ ମୋଟ ୩୦ଟି ମହାବଳ ବାଘ ଥିବା ବେଳେ ତା’ମଧ୍ୟରୁ ୨୭ଟି ଅଛନ୍ତି ଶିମିଳିପାଳ ଅଭୟାରଣ୍ୟରେ। ଏହି ୨୭ଟି ଭିତରୁ ୧୩ଟି ହେଉଛି କଳା ମେଲାନିଷ୍ଟିକ ବାଘ। ତେବେ ଜେନେଟିକ୍ ଇନବ୍ରିଡିଂକୁ ରୋକିବା ସହ ମହାବଳ ବଂଶ ବିସ୍ତାର ପାଇଁ ବନବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In