• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ସରକାର ବଡ଼ ଘୋଷଣା, ତୃତୀୟ ସନ୍ତାନ ପାଇଁ ୩୦ ହଜାର ଏବଂ ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର ମିଳିବ !

by Voice of Victims
May 16, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ସରକାର ବଡ଼ ଘୋଷଣା, ତୃତୀୟ ସନ୍ତାନ ପାଇଁ ୩୦ ହଜାର ଏବଂ ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର ମିଳିବ !

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ସରକାର ରାଜ୍ୟବାସୀଙ୍କ ପାଇଁ ଏକ ନୂଆ ସ୍କିମ ଆଣିଛନ୍ତି । ଏହି ଯୋଜନାରେ ସରକାର ଏବେ ତୃତୀୟ ସନ୍ତାନ ପାଇଁ ୩୦ ହଜାର ଟଙ୍କା ଏବଂ ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର ଟଙ୍କା ପ୍ରଦାନ କରିବେ । ପୂର୍ବରୁ ଦ୍ୱିତୀୟ ସନ୍ତାନ ପାଇଁ ୨୫ ହଜାର ଟଙ୍କା ନଗଦ ପ୍ରଦାନ କରିବା ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା ।

ନରସନ୍ନପେଟାରେ “ସ୍ୱର୍ଣ୍ଣ ଆନ୍ଧ୍ର – ସ୍ୱଚ୍ଛ ଆନ୍ଧ୍ର” କାର୍ଯ୍ୟକ୍ରମ ସମୟରେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ରାଜ୍ୟର ଜନସଂଖ୍ୟା ହ୍ରାସ ପାଉଥିବାରୁ ଚିନ୍ତା ପ୍ରକାଶ କରିଥିଲେ । ସେ କହିଥିଲେ ଯେ, ପିଲାମାନଙ୍କୁ ବୋଝ ନୁହେଁ, ଦେଶ ସଂପତ୍ତି ବୋଲି ବିବେଚନା କରାଯାଉ । ଜନସଂଖ୍ୟା ବୃଦ୍ଧିକୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନୂତନ ଘୋଷଣା କରି କହିଛନ୍ତି ଯେ, ପରିବାରଗୁଡ଼ିକୁ ସେମାନଙ୍କର ତୃତୀୟ ସନ୍ତାନର ଜନ୍ମ ପାଇଁ ୩୦ ହଜାର ଏବଂ ଚତୁର୍ଥ ସନ୍ତାନର ଜନ୍ମ ପାଇଁ ୪୦ ହଜାର ଟଙ୍କା ମିଳିବ।

ପୂର୍ବରୁ ମୁଁ ପରିବାର ନିୟୋଜନ ପାଇଁ ବିଭିନ୍ନ ଯୋଜନା ବିଷୟରେ କାମ କରୁଥିଲି, କିନ୍ତୁ ଆଜି ପରିସ୍ଥିତି ବଦଳି ଯାଇଛି । ଏବେ ପିଲାମାନେ ଆମର ସମ୍ପତ୍ତି, ଏବଂ ଆମକୁ ସେମାନଙ୍କ ଭବିଷ୍ୟତ ପାଇଁ କାମ କରିବାକୁ ପଡିବ । ଏହି ଚିନ୍ତାଧାରା ସହିତ ମୁଁ ନୂଆ ନିଷ୍ପତ୍ତି ନେଇଛି ।

Post Views: 48
Share199Tweet125Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In