• About Us
  • Contact Us
Saturday, March 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା

by Voice of Victims
January 27, 2025
in ମୁଖ୍ୟ ଖବର, ରାଜ୍ୟ
ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ଭୁବନେଶ୍ୱର: ଅନୁଗୋଳ ଜିଲା ପାଲଲହଡ଼ା ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ରବିବାର ଏହି  ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା।  କେନ୍ଦୁଝରରୁ ଅନୁଗୋଳ ଆସୁଥିବା ଏକ ଓଏସ୍‌ଆର୍‌ଟିସି ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ବସ୍‌ରେ ୪୭ଜଣ ଯାତ୍ରୀ ଥିଲେ। ୨ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୫ଜଣ ଆହତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ୧୭ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Post Views: 66
Share197Tweet123Send
Voice of Victims

Voice of Victims

Recent Posts

  • ଯୋଗ କେନ୍ଦ୍ରରେ ବିଶ୍ଵ କିଡନୀ ଦିବସ
  • ଇରାନ ଉପରେ ଆମେରିକାର ପ୍ରଚଣ୍ଡ ଆକ୍ରମଣ, ଧ୍ୱଂସ ହେଲା ଇରାନର ‘ଖାର୍ଗ ଦ୍ୱୀପ’
  • ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ, ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ପୁଣି ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଚିଲ, ଯାହାକୁ ଅଶୁଭ ସଙ୍କେତ ବୋଲି କହୁଛନ୍ତି ଶ୍ରଦ୍ଧାଳୁ
  • ଖରାଦିନ ଆରମ୍ଭରୁ ଜଳୁଛି ଜଙ୍ଗଲ, ସଂକଟରେ ଅଭୟାରଣ୍ୟର ଜୀବଜନ୍ତୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In