• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଘୋଷଣା ହେଲା ଗ୍ରୀଷ୍ଣ ଛୁଟି ତାରିଖ, ଆସନ୍ତାକାଲିଠାରୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ କ୍ଲାସ

by Voice of Victims
April 21, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଘୋଷଣା ହେଲା ଗ୍ରୀଷ୍ଣ ଛୁଟି ତାରିଖ, ଆସନ୍ତାକାଲିଠାରୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ କ୍ଲାସ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଗ୍ରୀଷ୍ଣ ଛୁଟି ଘୋଷଣା କରିଛନ୍ତି। ସେହି ଅନୁସାରେ ଏପ୍ରିଲ ୨୫ ତାରିଖ ଠାରୁ ରାଜ୍ୟ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ତେବେ ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ତେବେ ଗ୍ରୀଷ୍ମ ଛୁଟିରେ ଶିକ୍ଷକ ଓ ଅଧିକାରୀମାନେ ଆସିବା ପାଇଁ କୁହାଯାଇଛି। ବର୍ତ୍ତମାନ ସାରା ରାଜ୍ୟରେ ଯେପରି ଗ୍ରୀଷ୍ମ ପ୍ରବାହ ହେଉଛି ସେଥିରେ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଗତକାଲି ତାପମାତ୍ରା ୪୫ ଡିଗ୍ରୀ ପାର ହୋଇଯାଇଛି। ତାହାକୁ ଦୃଷ୍ଟିରେ ରକି ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Post Views: 27
Tags: Announcing the date of Greshan vacation
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In