• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୯ ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

by Voice of Victims
October 4, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆସନ୍ତା ୯ ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: ପଛକୁ ପଛ ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ । ଅକ୍ଟୋବର ୯ରେ ଆଉ ଏକ ଲଘୁଚାପ ସମ୍ଭାବନା । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ।

ଏପଟେ ଆଜି ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ସେହିପରି ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Post Views: 55
Share197Tweet123Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In