• About Us
  • Contact Us
Sunday, February 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜଧାନୀରେ ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୨ ଅଭିଯୁକ୍ତ ଗିରଫ

by Voice of Victims
December 21, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରାଜଧାନୀରେ ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ।  ସହିଦନଗର ଅଞ୍ଚଳର ଏକ ହୋଟେଲରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି ।  ଅଭିଯୋଗ ପରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଖୋର୍ଦ୍ଧା କେରଙ୍ଗ ଅଞ୍ଚଳର ଅକ୍ଷୟ ଦାସ ଓ ମୁକୁନ୍ଦପ୍ରସାଦର ସାହିଲ ଖାଁ ।

ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି । ଡେଟିଂ ଆଳରେ ପୀଡ଼ିତାଙ୍କୁ ରାଜଧାନୀ ଡକାଇଥିଲା ପୁରୁଷବନ୍ଧୁ ।  ପରେ ପୀଡ଼ିତାଙ୍କୁ ନିଜର ଜଣେ ବନ୍ଧୁଙ୍କ ସହ ପରିଚିତ କରାଇଥିଲେ । ହୋଟେଲକୁ ଆଣି ୨ ବନ୍ଧୁ ଗଣଦୁଷ୍କର୍ମ କରିବା ଅଭିଯୋଗ ହୋଇଛି ।  ପୀଡ଼ିତାଙ୍କ ଅଭିଯୋଗ ଓ ସିସିଟିଭି ଆଧାରରେ ଉଭୟଙ୍କୁ ଗିରଫ କରାଯାଇଛି ।  ମାମଲାରେ କମିଶନରେଟ ପୋଲିସର ତନାଘନା ଜାରି ରହିଛି ।

Post Views: 44
Share200Tweet125Send
Voice of Victims

Voice of Victims

Recent Posts

  • ଆରପାରିରେ ଗୀତା ପଟ୍ଟନାୟକ
  • ଲୋକ ମହୋତ୍ସବ “ବର୍ଣାଳୀ” ଓ ପଲ୍ଲିଶ୍ରୀ ମେଳା ଧୁମଧାମରେ ଉଦଯାପିତ
  • ଜାଗର ଯାତ୍ରାରେ ଭକ୍ତିମୟ ରଣପୁର: ଶିବ ପଞ୍ଚାକ୍ଷରରେ ଗୁଞ୍ଜିଉଠିଲା ମନ୍ଦିର ପରିସର
  • ଲିଙ୍ଗରାଜ ମନ୍ଦିର ଭିତରେ ୨ ସେବାୟତ ଗୋଷ୍ଠୀ ମୁହାଁମୁହିଁ
  • ବେଙ୍ଗାଲୁରୁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସକୁ ପିଟିଲା ଟ୍ରକ, ୫ ମୃତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In