• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜଳିଗଲେ ଆଉ ଜଣେ ଯୁବତୀ: ବାପା ଆଣିଲେ ସଙ୍ଗୀନ ଅଭିଯୋଗ

by Voice of Victims
August 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଜଳିଗଲେ ଆଉ ଜଣେ ଯୁବତୀ: ବାପା ଆଣିଲେ ସଙ୍ଗୀନ ଅଭିଯୋଗ

କେନ୍ଦ୍ରପଡା: ରାଜ୍ୟରେ ଆଉ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା ସାମ୍ନାକୁ ଆସିଛି। କେନ୍ଦ୍ରପଡା ଜିଲ୍ଲା ପଟ୍ଟାପୁଣ୍ଡାଇ ଥାନା ଅଞ୍ଚଳର ଜଣେ ଯୁକ୍ତ ୩ ର ଶେଷ ବର୍ଷର ଛାତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡିଛି। ଛାତ୍ରୀଜଣଙ୍କ ନିଜ ଦେହରେ କିରାସିନି ଢାଳି ଆତ୍ମହତ୍ୟା କରିଥିବା କୁହାଯାଉଛି। ଏନେଇ ମୃତକ ଛାତ୍ରୀଙ୍କ ପିତାଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିଛି।

ସେ ଏହି ଘଟଣାରେ ପ୍ରେମ ସମ୍ପର୍କ ବିଷୟରେ ଉଲ୍ଲେଖ କରିଥିବା ବେଳେ ପୁରୁଷ ବନ୍ଧୁଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ବାପାଙ୍କ ଅଭିଯୋଗ ଅନୁଯାୟୀ, ଝିଅର ପୁରୁଷ ବନ୍ଧୁ ବାରମ୍ବାର ମାନସିକ ନିର୍ଯ୍ୟାତନା ଦେଉଥିବା ବେଳେ ଅଶ୍ଳୀଳ ଫଟୋ ଭାଇରାଲ କରିଦେବା ପାଇଁ ଧମକ ଦେଉଥିଲେ।

ଯାହାକୁ ନେଇ ସେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଥିଲେ। କିନ୍ତୁ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରାନ କରିନଥିଲା। ଯାହା ଫଳରେ ଲୋକ ଲଜ୍ଜା ଭୟରେ ମୋ ଝିଅ ଆତ୍ମହତ୍ୟା କରିଛି।ତେବେ ସୂଚନା ଅନୁଯାୟୀ, ପୋଲିସ ଡିଜି ଏହି ମାମଲାରେ ହସ୍ତକ୍ଷେପ କରିଛନ୍ତି। କେନ୍ଦ୍ରପଡା ଆରକ୍ଷୀ ଅଧିକ୍ଷକଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବା ପାଇଁ ଡିଜି ନିର୍ଦ୍ଦେଶ ଦେଇଛନ୍ତି।

Post Views: 121
Share200Tweet125Send
Voice of Victims

Voice of Victims

Recent Posts

  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ
  • ୪ ତାରିଖ ଯାଏଁ ଜାରି ରହିବ ଝଡ ବର୍ଷାର ପ୍ରଭାବ
  • ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ ରୁ ୪ ଲେନ୍ କରାଯାଉ, ମୋହନ ମାଝୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In