• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କଟକରେ ଆପାର୍ଟମେଣ୍ଟ ଭୁଷୁଡିବା ଘଟଣାରେ ତନାଘନା, ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଲେଖାଏ ସହାୟତା ଘୋଷଣା

by Voice of Victims
November 9, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କଟକରେ ଆପାର୍ଟମେଣ୍ଟ ଭୁଷୁଡିବା ଘଟଣାରେ ତନାଘନା, ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଲେଖାଏ ସହାୟତା ଘୋଷଣା

କଟକ : କଟକରେ ଆପାର୍ଟମେଣ୍ଟ ଭୁଷୁଡିବା ଘଟଣାରେ ତନାଘନା । ଏତେ ବଡ଼ ଦୁର୍ଘଟଣା ପାଇଁ ଦାୟୀ କିଏ ଚାଲିଛି ତନାଘନା। ସେପଟେ କଟକ ସହରରେ ଥିବା ଅସୁରକ୍ଷିତ କୋଠାର ଯାଂଚ ପାଇଁ ଏକ ସ୍ବତନ୍ତ୍ର ଟିମ୍ ମଧ୍ୟ ଗଠନ ହୋଇଛି । ତଦନ୍ତ ପାଇଁ ତିନି ଜଣିଆ କମିଟି ଗଠିତ ହୋଇଛି।

ସଦର ଉପଜିଲ୍ଲାପାଳ, ସିଏମସି ସିଟି ଇଂଜିନିୟର ଓ ଆର.ଏଣ୍ଡ.ବି ନିର୍ବାହୀ ଯନ୍ତ୍ରୀଙ୍କୁ ନେଇ କମିଟି ଗଠନ କରାଯାଇଛି। ତଦନ୍ତ କରି ଜିଲ୍ଲାପାଳଙ୍କୁ ରିପୋର୍ଟ ଦେବ ଟିମ୍। କମିଟି ସହରର ସମସ୍ତ ଅସୁରକ୍ଷିତ କୋଠାକୁ ଚିହ୍ନଟ କରିବା ସହ ସେଗୁଡିକୁ ଉଚ୍ଛେଦ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। କଟକ ମଣିସାହୁ ଛକ ନିକଟ ଏକ ଫ୍ଲାଟର ବାଲକୋନି ଭାଙ୍ଗି ତଳେ ଥିବା ଆଜବେଷ୍ଟସ ଘର ଉପରେ ପଡ଼ିଥିଲା।

ଫଳରେ ଘର ଭିତରେ ଥିବା ବ୍ୟକ୍ତିମାନେ ମୃତାହତ ହୋଇଥିଲେ। ଜଣେ ଶିଶୁଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ କଟକ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରିଥିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝି ଘଟଣାରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଲେଖାଏ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Post Views: 69
Share197Tweet123Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In