• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ନିଜ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମର୍ଣ୍ଣିଂ ୱାକ କଲେ, ଲୋକଙ୍କ ସହିତ ଚା ପିଇଲେ

by Voice of Victims
September 21, 2024
in ମୁଖ୍ୟ ଖବର, ରାଜ୍ୟ
ନିଜ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମର୍ଣ୍ଣିଂ ୱାକ କଲେ, ଲୋକଙ୍କ ସହିତ ଚା ପିଇଲେ

ଭୁବନେଶ୍ବର: ନିଜ ଜନ୍ମମାଟି କେଉଁଝର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସକାଳୁ ମର୍ଣ୍ଣିଂ ୱାକରେ ସାମିଲ ହୋଇଛନ୍ତି। ସେ କେଉଁଝର ଷ୍ଟାଡିୟମରେ ଲୋକଙ୍କ ସହିତ ମର୍ଣ୍ଣିଂ ୱାକ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଲୋକମାନେ ବେଶ ଖୁସିରେ ହାତ ମିଳାଇବା ସହିତ କଥାବାର୍ତ୍ତା ମଧ୍ୟ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଲୋକମାନଙ୍କ ସହିଚ ଚା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏଥିରେ ସ୍ଥାନୀୟ ଲୋକେ ମୁଖ୍ୟମନ୍ତ୍ରୀଙ୍କ ସହିତ ସାମିଲ ହୋଇଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ କେତେକ ବରିଷ୍ଠ ଲୋକମାନଙ୍କୁ ସମ୍ବର୍ଦ୍ଧିତ ତଥା ପୁରସ୍କୃତ ମଧ୍ୟ କରିଥିଲେ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୟୁରଭଂଜ ଗସ୍ତରେ ଯିବେ।

Post Views: 32
Tags: At his birthplaceChief Minister Mohan Majhi took a morning walk
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In