• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

by Voice of Victims
September 21, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଆତିଶୀ। ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି। ତାଙ୍କୁ ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ଶପଥ ପାଠ କରାଇଥିଲେ। ଆତିଶୀଙ୍କ ସହ କ୍ୟାବିନେଟର ପାଞ୍ଚ ମନ୍ତ୍ରୀ ଗୋପାଳ ରାୟ, କୈଳାଶ ଗେହଲଟ, ସୌରଭ ଭରଦ୍ୱାଜ, ଇମ୍ରାନ ହୁସେନ ଏବଂ ମୁକେଶ ଅହଲୱାତ ଶପଥ ନେଇଛନ୍ତି। ସୁଲତାନ ପୁର ମଜ୍ରାର ବିଧାୟକ ମୁକେଶ ଅହଲୱାତ କ୍ୟାବିନେଟର ନୂଆ ମନ୍ତ୍ରୀ ହୋଇ ଥିବାବେଳେ ଅନ୍ୟ ଚାରି ଜଣ ପୂର୍ବ ମନ୍ତ୍ରୀମଣ୍ଡଳରେ ଥିଲେ। ଆତିଶୀ ଶପଥ ନେବା ପରେ ସେ ଅରବିନ୍ଦ କେଜ୍ରାୱାଲଙ୍କ ପାଦ ଛୁଇଁ ଆର୍ଶିବାଦ ନେଇଥିଲେ।

Post Views: 41
Share200Tweet125Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In