Voice of Victims

Voice of Victims

ଆଜି ଭକ୍ତ ପାଇବେ ଲିଙ୍ଗରାଜଙ୍କ ମହାପ୍ରସାଦ, ୨୪ ଘଣ୍ଟା ଧରି ଉପବାସ ରହିବା ପରେ ଆଜି ସବୁ ସ୍ବାଭାବିକ

ଆଜି ଭକ୍ତ ପାଇବେ ଲିଙ୍ଗରାଜଙ୍କ ମହାପ୍ରସାଦ, ୨୪ ଘଣ୍ଟା ଧରି ଉପବାସ ରହିବା ପରେ ଆଜି ସବୁ ସ୍ବାଭାବିକ

ଭୁବନେଶ୍ବର: ଆଜି ଭକ୍ତ ପାଇବେ ଲିଙ୍ଗରାଜଙ୍କ ମହାପ୍ରସାଦ । ଗୋଟେ ଦିନର ଉପବାସ ପରେ ଆଜି ଲିଙ୍ଗରାଜଙ୍କ ପାଖରେ ଲାଗୁ ହେବ ମହାପ୍ରସାଦ । ହବିଶିଆଳି ପାଇପାରିବେ ଲିଙ୍ଗରାଜଙ୍କ ଅଭଡ଼ା ।ଲିଙ୍ଗରାଜ ମନ୍ଦିର ରେ ୨୪ ଘଣ୍ଟା ଧରି ଉପବାସ ରହିବା ପରେ ଆଜି ଦେଉଳରେ ସବୁ ସ୍ବଭାବିକ ହୋଇଛି । ମନ୍ଦିରକୁ ଆସି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ମନ୍ଦିର ଟ୍ରଷ୍ଟି ସୁର ରାଉତରାୟ ।ଏଥିପାଇଁ ପ୍ରଶାସନ ସଜାଗ ରହିବା ଦରକାର ବୋଲି ସେ କହିଛନ୍ତି ।  ସେଭଳି ଆଜି ସମୟ ଅନୁଯାୟ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ଚାଲିଛି । ସକାଳୁ ଦ୍ଵାରା ଫିଟା ନୀତି, ଦ୍ଵାରପାଳ ପୂଜା ସହ ମଙ୍ଗଳ ଆଳତୀ, ଅବକାଶ ନୀତି, ମାଘ ସ୍ନାନ ଆଦି ସରିଛି । ବର୍ତମାନ ମନ୍ଦିର ବେଢାରେ ଆରମ୍ଭ ହୋଇଛି କୋଠ ଭୋଗ ପ୍ରକ୍ରିୟା । ଆଜି ସମର୍ଥା ସେବାୟତ କାର୍ଯ୍ୟ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି । ଏନେଇ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି ।

Read more

ଓଡ଼ିଶା କୃଷକ ସଭାର ୨୫ ତମ ରାଜ୍ୟ ସମ୍ମିଳନୀ; କୃଷି ଭିତ୍ତିକ ଶିଳ୍ପ ପ୍ରତିଷ୍ଠା ସହ କୃଷିର ଘରୋଇ କରଣ ବନ୍ଦ ପାଇଁ ଆହ୍ବାନ

ଓଡ଼ିଶା କୃଷକ ସଭାର ୨୫ ତମ ରାଜ୍ୟ ସମ୍ମିଳନୀ; କୃଷି ଭିତ୍ତିକ ଶିଳ୍ପ ପ୍ରତିଷ୍ଠା ସହ କୃଷିର ଘରୋଇ କରଣ ବନ୍ଦ ପାଇଁ ଆହ୍ବାନ

ରଣପୁର 28/10 : ଶହୀଦ୍ ରଘୁ ଦିବାକର ଙ୍କ ଜନ୍ମ ସ୍ଥାନ ଐତିହାସିକ ରଣପୁର ମାଟିର ମଣିନାଗ ପୀଠରେ ଗତ ଅକ୍ଟୋବର ୨୬ ତାରିଖ ଠାରୁ ୨୮...

Read more

ପୋଖରୀରୁ ମହିଳାଙ୍କ ମୃତଦେହ ଭାସମାନ ଅବସ୍ଥାରେ ଉଦ୍ଧାର

ପୋଖରୀରୁ ମହିଳାଙ୍କ ମୃତଦେହ ଭାସମାନ ଅବସ୍ଥାରେ ଉଦ୍ଧାର

ଚମ୍ପୁଆ: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ରଜିଆ ଗ୍ରାମ ରେ ପୋଖରୀ ରେ ଭାସୁଥିବା ଅବସ୍ଥାରେ ଜଣେ ମହିଳା ଙ୍କ ମୃତଦେହ ଉଦ୍ଧାର କରାଯାଇଛି ।...

Read more

EPF ବକେୟା ପାଇଁ ସାହାରା ଇଣ୍ଡିଆକୁ ସମ୍ପତି ଜବତ ନୋଟିସ ଦେଲା EPFO

EPF ବକେୟା ପାଇଁ ସାହାରା ଇଣ୍ଡିଆକୁ ସମ୍ପତି ଜବତ ନୋଟିସ ଦେଲା EPFO

ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ) ସାହାରା ଇଣ୍ଡିଆ ଗ୍ରୁପ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଘୋଷଣା କରିଛି । କମ୍ପାନୀ ଦ୍ବାରା ଲକ୍ଷ ଲକ୍ଷ କର୍ମଚାରୀଙ୍କ...

Read more

ଆଜିଠୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ଟିକିଆ ଟି-ଟ୍ବେଣ୍ଟି ସିରିଜ

ଆଜିଠୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ଟିକିଆ ଟି-ଟ୍ବେଣ୍ଟି ସିରିଜ

ନୂଆଦିଲ୍ଲୀ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆଜିଠୁ ଆରମ୍ଭ ହେଉଛି ଟି-ଟ୍ବେଣ୍ଟି ସିରିଜ । ଏହି ୫ଟିକିଆ ସିରିଜର ପ୍ରଥମ ମ୍ୟାଚ କାନବେରାରେ ଖେଳାଯିବ । ୱାନଡେ ସିରିଜକୁ...

Read more

ରାଫେଲରେ ଉଡ଼ିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଫେଲରେ ଉଡ଼ିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ହରିୟାଣା : ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡ଼ିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଦିନ ଅମ୍ବାଲା ବାୟୁସେନା ଷ୍ଟେସନରୁ ଏକ...

Read more

ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ମୋନ୍ଥା’

ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ମୋନ୍ଥା’

ଭୁବନେଶ୍ଵର: ବାତ୍ୟା ମୋନ୍ଥାକୁ ନେଇ ବଡ଼ ଅପଡେଟ୍‌ । ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ମୋନ୍ଥା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗତକାଲି ରାତି ୧୧ଟା...

Read more

ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ପର୍ଯ୍ୟଟକଙ୍କ ଛଟ୍ ପୂଜା; ବିଶ୍ୱପ୍ରସିଦ୍ଧ ଅନ୍ତର୍ଜାତୀୟ ପର୍ଯ୍ୟଟନ

ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ପର୍ଯ୍ୟଟକଙ୍କ ଛଟ୍ ପୂଜା; ବିଶ୍ୱପ୍ରସିଦ୍ଧ ଅନ୍ତର୍ଜାତୀୟ ପର୍ଯ୍ୟଟନ

୨୮ ଅକ୍ଟୋବର ୨୦୨୫: କ୍ଷେତ୍ର କୋଣର୍କ ଚନ୍ଦ୍ରଭାଗା ତ୍ରୀର୍ଥପୁଷ୍କରିଣୀ ଠାରେ ସୋମବାର ସୂର୍ଯ୍ୟ ଅସ୍ତ ଓ ସୂର୍ଯ୍ୟ ଉଦୟ ସମୟରେ ଛତିଶଗଡ଼, ବିହାର ଓ ଉତ୍ତର ପ୍ରଦେଶରୁ...

Read more

ବାତ୍ୟା ମୋନ୍ଥାର ପ୍ରଭାବ, ବିଶାଖାପାଟଣା ବିମାନବନ୍ଦରରୁ ୩୨ ଉଡ଼ାଣ ବାତିଲ

ବାତ୍ୟା ମୋନ୍ଥାର ପ୍ରଭାବ, ବିଶାଖାପାଟଣା ବିମାନବନ୍ଦରରୁ ୩୨ ଉଡ଼ାଣ ବାତିଲ

ବିଶାଖାପାଟଣା : ବାତ୍ୟା ମୋନ୍ଥା ଯୋଗୁଁ ପ୍ରଭାବିତ ବିମାନ ସେବା । ବିଶାଖାପାଟନମ ବିମାନ ବନ୍ଦରରୁ ଉଡ଼ାଣ ଭରିବାକୁ ଥିବା ୩୨ ବିମାନ ଉଡ଼ାଣ ବାତିଲ କରାଯାଇଛି ।...

Read more
Page 183 of 640 1 182 183 184 640

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.