ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ୟୁକ୍ରେନ ବିବାଦ ଉପରେ ଆଲୋଚନା କରିବାର ସମ୍ଭାବନା
ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଡିସେମ୍ବର ୫ ପାଖାପାଖି ଭାରତକୁ ଗସ୍ତ କରିପାରନ୍ତି ।...
Read more








