ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି: ବିଭିନ୍ନ ନିଗମର ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଦିଆଗଲା ଅବ୍ୟାହତି
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି...
Read more









