• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବାଲିଯାତ୍ରା:ପ୍ଲଟ୍ ଆବଣ୍ଟନ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ

by Voice of Victims
October 16, 2024
in ମୁଖ୍ୟ ଖବର, ରାଜ୍ୟ
ବାଲିଯାତ୍ରା:ପ୍ଲଟ୍ ଆବଣ୍ଟନ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୨୫ ତାରିଖ ପର୍ୟ୍ୟନ୍ତ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ । ୧୦ଟି ଟିମ୍ ପଞ୍ଜୀକରଣ ପାଇଁ ନିୟୋଜିତ ହୋଇଛନ୍ତି । ଚଳିତବର୍ଷ ୧୧ ଶହ ପ୍ଲଟ୍ ନିଲାମ ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ ହୋଇଛି । ଜମି ପଞ୍ଜିକରଣ ଓ ନିଲାମ ଶାନ୍ତି ଶୃଙ୍ଖଳାରେ ଶେଷ ହେବା ନେଇ କଟକ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଦିଗ ପ୍ରତି ଧ୍ୟାନ ଦିଆଯାଇଛି ବୋଲି ଜିଲ୍ଲା ସଂସ୍କୃତି ଅଧିକାରୀ କହିଛନ୍ତି । ସୂଚନାଯୋଗ୍ୟ, ଗତବର୍ଷ ୯୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜୀକରଣ କରିଥିଲେ । 

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In