• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by Voice of Victims
August 9, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର, ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ । ଜୟପୁର ସ୍ଥିତ ପେପର ମିଲ ପୁନର୍ବାର ଚାଲୁ ହେବ । ଜୟପୁର ଠାରେ ଏକ ନୂତନ କଲେଜ ସ୍ଥାପନ ହେବ । ଜୟପୁରଠାରେ “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏହି ଅବସରରେ କୋରାପୁଟ ଜିଲ୍ଲାରେ ୭୬୨ କୋଟିରୁ ଅଧିକ ଟଙ୍କା ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ଵ ବ୍ୟୟରେ ୪୩୬ ଟି ପ୍ରକଳ୍ପ ଭିତ୍ତି ପ୍ରସ୍ତର ସ୍ଥାପନ ସହ ୩୦୯ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବ୍ୟୟରେ ୧୨୬ ଟି ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୋହନ ମାଝୀ ।

ଏଥିରେ ଶିକ୍ଷା, ସ୍ୱାସ୍ଥ୍ୟ, ସେତୁ, ସଡକ, ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉନ୍ନୟନମୂଳକ ପ୍ରକଳ୍ପ ରହିଛି । ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ ହେଲେ ଜିଲ୍ଲାର ବିକାଶ ଆହୁରି ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି “ସୁଭଦ୍ରା ଯୋଜନା” ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିଛି । ସରକାରଙ୍କ ଉଦ୍ୟମରେ କୋଟିଆ ଗ୍ରାମ ପଞ୍ଚାୟତର ଅନେକ ମହିଳା ସୁଭଦ୍ରା ଯୋଜନା ସହିତ ଯୋଡି ହୋଇଛନ୍ତି ।

Post Views: 129
Share198Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In