• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାଙ୍ଗାଲୋର-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ: ନର୍ଗୁଣ୍ଡି ଷ୍ଟେସନ ନିକଟରେ ଖସିଲା 11 ଟି କୋଚ୍

by Voice of Victims
March 30, 2025
in ଆଞ୍ଚଳିକ ଖବର
ବାଙ୍ଗାଲୋର-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ: ନର୍ଗୁଣ୍ଡି ଷ୍ଟେସନ ନିକଟରେ ଖସିଲା 11 ଟି କୋଚ୍

ଖୋର୍ଦ୍ଧା: ବାଙ୍ଗାଲୋର-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ପୂର୍ବତଟ ରେଳବାଇର ଖୋର୍ଦ୍ଧା ରୋଡ୍ ଡିଭିଜନର କଟକ-ନର୍ଗୁଣ୍ଡି ରେଳ ବିଭାଗର ନର୍ଗୁଣ୍ଡି ଷ୍ଟେସନ ନିକଟରେ ଉକ୍ତ ସୁପରଫାଷ୍ଟ ଏକ୍ସପ୍ରେସର 11 ଟି କୋଚ୍ ଖସିପଡିଛି।

ପୂର୍ବତଟ ରେଳବାଇ ସୂଚନା ଅନୁଯାୟୀ, କୌଣସି ଯାତ୍ରୀ ଆହତ ହୋଇନାହାନ୍ତି। DRM ଖୋର୍ଦ୍ଧା ରୋଡ୍, ଜିଏମ୍ / ଇକୋଆର୍ ଏବଂ ଅନ୍ୟ ଉଚ୍ଚ ସ୍ତରୀୟ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପ୍ରଭାବିତ ଟ୍ରେନର ଅଟକି ରହିଥିବା ଯାତ୍ରୀମାନଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଇବା ପାଇଁ ଏକ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି। ଏହାସହିତ ରେଳବାଇ ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ଭୁବନେଶ୍ୱର ପାଇଁ 8455885999 ଏବଂ କଟକ ପାଇଁ 8991124238 ହେଲ୍ପଲାଇନ ନମ୍ବର ଜାରି କରାଯାଇଛି।

Post Views: 101
Share198Tweet124Send
Voice of Victims

Voice of Victims

Recent Posts

  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା
  • ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ, ଯେଉଁ ଚାଷୀ ଆସିପାରିବେନି ସେମାନଙ୍କ ପାଖକୁ ଯିବେ ସରକାର
  • CWG ଚାମ୍ପିଅନ୍ସଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ, ଦେଶକୁ ଦେଲେ ଏଭଳି ବାର୍ତ୍ତା
  • ଭାରତରୁ ରୁଷକୁ ଚାଲିବ ଟ୍ରେନ୍, ସିଧାସଳଖ ନୂଆଦିଲ୍ଲୀରୁ ମସ୍କୋକୁ କରିହେବ ଯାତ୍ରା !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In