• About Us
  • Contact Us
Thursday, October 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବେଲଗାମ କଞ୍ଚା ପରିବା ଦର, କିଏ ୮୦ ତ କିଏ ୧୦୦

by Voice of Victims
July 12, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ବେଲଗାମ କଞ୍ଚା ପରିବା ଦର, କିଏ ୮୦ ତ କିଏ ୧୦୦

କଟକ : ପରିବା ଦର ଆକାଶ ଛୁଆଁ । କିଏ ୮୦ ତ କିଏ ୧୦୦ । ଆଜି କଟକ ଛତ୍ର ବଜାର ଅର୍ବାନ ହାଟରେ ଉଚ୍ଚ ରହିଛି ପରିବା ଦର । କାଙ୍କଡ଼ କେଜି ୬୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ବାଇଗଣ ୮୦ ଟଙ୍କାରେ ବିକ୍ରି ହେଉଛି । ଦେଶୀ ପୋଟଳ କେଜି ୭୦ ଟଙ୍କା । ସଜନା ଛୁଇଁ ୧୦୦ ଟଙ୍କାରେ ବିକ୍ରି ହେଉଛି । କୋବି ଗୋଟା ୬୦ ଟଙ୍କଳା ଥିବା ବେଳେ ଝୁଡ଼ଙ୍ଗ କେଜି ରହିଛି ୬୦ ଟଙ୍କା । ଟମାଟୋ କେଜି ୩୫ରୁ ୪୦ ଟଙ୍କାରେ ବିକ୍ରି ହେଉଛି । କେବଳ ଭଣ୍ଡା ଆଉ କୁନ୍ଦୁରି ୩୦ ଟଙ୍କା ଭିତରେ ରହିଛି।

ତେବେ ପରିବା ଦରରେ ଅହେତୁକ ବୃଦ୍ଧିକୁ ନେଇ ନେଇ ତୀବ୍ର ଅସନ୍ତୋଷ ଜାହିର କରିଛନ୍ତି ଖାଉଟି । ପୂର୍ବରୁ ୨୦୦ରୁ ୩୦୦ ଟଙ୍କାରେ ବ୍ୟାଗ ଭର୍ତ୍ତି ହୋଇ ଯାଉଥିଲା ମାତ୍ର ଏବେ ୫୦୦ ଟଙ୍କାରେ ବି ବ୍ୟାଗଟେ ଭର୍ତ୍ତି ହେଉନାହିଁ । ସେହିପରି ବ୍ୟବସାୟୀମାନେ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହେଉଛନ୍ତି । କାରଣ ଖାଉଟିମାନେ ଏକ କିଲୋ ବଦଳରେ ଅଢେଇ ଶହ ଗ୍ରାମ କିମ୍ବା ୫ ଶହ ଗ୍ରାମ ପରିବା ନେଉଛନ୍ତି ।

Post Views: 116
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀରେ ଲଞ୍ଚ ହେଲା ମଦ ବୁକିଂ ଆପ୍‌! ଘରେ ବସି କରନ୍ତୁ ଅନଲାଇନ୍ ବୁକିଂ, ହେଲେ ଡେଲିଭରି ମିଳିବନି
  • ନଭେମ୍ବର ୧୮ ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ, ୩୧ ଡିସେମ୍ବର ଯାଏ ଚାଲିବ
  • ବର୍ଷା ନେଇ ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି, ବୌଦ୍ଧରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି
  • ଭାରତ ଆଉ ଦୁର୍ବଳ ନୁହେଁ, ବିଶ୍ୱରେ ବଢ଼ୁଛି ସାମର୍ଥ୍ୟ: ରାଜନାଥ ସିଂହ
  • ଶଙ୍ଖମୂଳରେ ୧୬ ଟିକିଆ ହାତୀପଲଙ୍କ ଉପଦ୍ରବ, ୬ ମାଣ ଧାନ ଫସଲ ନଷ୍ଟ, ଚିନ୍ତାରେ ଚାଷୀ, ପ୍ରାୟ ୧ ଲକ୍ଷ ଟଙ୍କାର କ୍ଷତି; ସରକାରୀ ସହାୟତା ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In