• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଭଞ୍ଜନଗର ଜଳ ସେଚନ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

by Voice of Victims
September 11, 2024
in ମୁଖ୍ୟ ଖବର, ରାଜ୍ୟ
ଭଞ୍ଜନଗର ଜଳ ସେଚନ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ବର: ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ତରଫରୁ ଚଢ଼ାଉ ଚାଲିଛି। ଏକ କାଳୀନ ଆଠ ଗୋଟି ଟିମ ଭଞ୍ଜନଗର ବାଗଦେବୀ ରୋଡ ସ୍ଥିତ ବାସ ଭବନ ସହ ଅନେକ ଗୁଡିଏ କୋଠାରେ ଚଢ଼ାଉ କରିଛନ୍ତି। ଆଜିର ଚଢ଼ାଉରେ ବ୍ରହ୍ମ ପୁର, ଛତ୍ରପୁର, କନ୍ଧମାଳ, ଗଜପତି ଜିଲ୍ଲାର ଭିଜିଲାନ୍ସ ବିଭାଗ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ ଯେ, ପ୍ରସନ୍ନ ସ୍ୱାଇଁ ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ଆଜିର ଚଢ଼ାଉର ଦୁର୍ନୀତି ନିବାରଣ ବିଭାଗ ଭଞ୍ଜନଗର ବ୍ୟତୀତ ବ୍ରହ୍ମପୁରରେ ମଧ୍ୟ ଚଢ଼ାଉ ଜାରି ରଖିଛି। ସୂଚନାଯୋଗ୍ୟ ଯେ, ଶ୍ରୀ ସ୍ୱାଇଁଙ୍କ ଭଞ୍ଜନଗର ବାଗଦେବୀ ରୋଡର ତିନି ମହଲା ବିଶିଷ୍ଟ ଘର, ବ୍ରହ୍ମପୁର ତୁଳସୀ ନଗର ଚାରି ମହଲା ଘର, ଭଞ୍ଜନଗର ୬ ନମ୍ବର ୱାର୍ଡରେ ନିର୍ମାଣଧୀନ ଦୁଇ ତଳ ବିଶିଷ୍ଟ ଘର, ଭଞ୍ଜନଗର ରଘୁନାଥ ବିହାର ସଂପର୍କୀୟ ଘରେ ଓ ଭଞ୍ଜନଗରରେ ଥିବା ଜଳସେଚନ ବିଭାଗ କାର୍ଯ୍ୟଳୟରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ ଚାଲିଛି ଏବଂ ଟିମ ହାତରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ହସ୍ତଗତ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭିଜିଲାନ୍ସ ଟିମ ନିଜର ଛାନ୍ ଭିନ ଚଳାଇଛି। ଏହି ଟିମରେ ୭ ଜଣ ଡ଼ିଏସପି, ୫ଜଣ ଇନ୍ସପେକ୍ଟର ଓ ଅନ୍ୟ ସହଯୋଗୀ ମାନେ ସାମିଲ ହୋଇଛନ୍ତି।

Post Views: 27
Share199Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In