• About Us
  • Contact Us
Saturday, February 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Voice of Victims
February 7, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନଭେନସନରେ ଏହା ଅନୁଷ୍ଠିତ ହେବ । ଏଥିରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ।

ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପ ଵିସିପିପିଇଆର ଅଧୀନରେ ଅନେକ ଗୁଡିଏ ପ୍ରସ୍ତାବିତ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏହାଦ୍ୱାରା ଏସବୁ ଅଂଚଳର ପର୍ଯ୍ୟଟନ ଭିତ୍ତିକ ସାଂସ୍କୃତିକ ଓ ଐତିହ୍ୟ ଅର୍ଥନୀତିକୁ ପ୍ରୋତ୍ସାହନ କରିବ। ଏହି ପ୍ରକଳ୍ପ ଦ୍ଵାରା ଓଡିଶା ପୂର୍ବ ଭାରତର ଏକ ପ୍ରମୁଖ ବନ୍ଦର ଭିତ୍ତିକ ଶିଳ୍ପ ଓ ଲଜିଷ୍ଟିକ୍ ହବରେ ପରିଣତ ହୋଇପାରିବ।

Post Views: 17
Share198Tweet124Send
Voice of Victims

Voice of Victims

Recent Posts

  • ନାବାଳିକା ଗର୍ଭବତୀ କ୍ଷେତ୍ରରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଗର୍ଭାବସ୍ଥାର ୩୦ ସପ୍ତାହରେ ବି ଗର୍ଭପାତ କରିପାରିବେ
  • ୨୫% ରୁଷିଆ ତେଲ ପେନାଲଟି ଶେଷ, ଆଜି ମଧ୍ୟରାତ୍ରିରୁ କାର୍ଯ୍ୟକାରୀ ହୋଇଛି ନୂଆ ନିୟମ
  • ଦୁଇ ଦିନିଆ ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ସୁଦାନର ପାରାମିଲିଟ୍ରି ଗ୍ରୁପ ଉପରେ ବଡ଼ ଆକ୍ରମଣ, ୨୪ ମୃତ
  • ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In