• About Us
  • Contact Us
Tuesday, June 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

NEET UG ପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ କଲେ ବନ୍ଦ

by Voice of Victims
June 16, 2026
in ଦେଶ ବିଦେଶ, ମୁଖ୍ୟ ଖବର
NEET UG ପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ କଲେ ବନ୍ଦ

ନୂଆଦିଲ୍ଲୀ : NEET UG ପୁନଃ ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବେ ବନ୍ଦ କରିଛନ୍ତି । ପରୀକ୍ଷାର ସୁରକ୍ଷିତ ପରିଚାଳନା ସୁନିଶ୍ଚିତ କରିବା ଏବଂ କପି ରୋକିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି । ଛାତ୍ରଛାତ୍ରୀଙ୍କ ସ୍ବାର୍ଥ ଦୃଷ୍ଟିରୁ କେନ୍ଦ୍ର ସରକାରଙ୍କ ଅସ୍ଥାୟୀ ପ୍ରତିବନ୍ଧକ ଲାଗିଛି । ଭାରତରେ ଟେଲିଗ୍ରାମକୁ ବନ୍ଦ କରାଯାଇଛି । NEET UG ପୁନଃପରୀକ୍ଷା ଜୁନ୍ ୨୧ ତାରିଖରେ ଅନୁଷ୍ଠିତ ହେବ । ଏହା ସହିତ ଟେଲିଗ୍ରାମରେ ମେସେଜ୍ ଏଡିଟିଂ ଫିଚରକୁ ଜୁନ୍ ୩୦ ପର୍ଯ୍ୟନ୍ତ ଆକ୍ସେସ୍ କରିପାରିବେ ନାହିଁ । କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛି NTA ।

କେନ୍ଦ୍ର ସରକାର ୨୧ ଜୁନରେ ହେବାକୁ ଥିବା ନିଟ୍-ୟୁଜି ପୁନଃ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରସୋର କରିଛି । ପୂର୍ବରୁ ମଇରେ ହୋଇଥିବା ପରୀକ୍ଷାରେ କିଛି ପ୍ରଶ୍ନ ଲିକ୍ ହେବା ଅଭିଯୋଗ ହେବା ପରେ ପରୀକ୍ଷାକୁ ବାତିଲ କରାଯାଇଥିଲା । ଛାତ୍ରଛାତ୍ରୀମାନଙ୍କୁ ଆଶ୍ୱସ୍ତି ଦେବା ପାଇଁ ଅନେକ ପରିବର୍ତ୍ତନ ଘୋଷଣା କରିଛି NTA । ଏଥର ପରୀକ୍ଷା ଅପରାହ୍ନ ୨ଟା ରୁ ୫.୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ମୋଟ ୧୯୫ ମିନିଟ୍ ଅବଧି ରହିବ । ୧୫ ମିନିଟ୍ ଅତିରିକ୍ତ ସମୟ ଦିଆଯାଇଛି ।

ସେହିପରି ରଫ୍ ଓ୍ୱର୍କ ପାଇଁ ମଧ୍ୟ ସୁବିଧା ଯୋଗାଇ ଦିଆଯାଇଛି । ପ୍ରଶ୍ନ ପୁସ୍ତିକାରେ ରଫ୍ କାମ ପାଇଁ ପୃଷ୍ଠା ସଂଖ୍ୟା ଦ୍ୱିଗୁଣିତ କରାଯାଇଛି । ପୂର୍ବରୁ ଛାତ୍ରଛାତ୍ରୀମାନଙ୍କୁ କେବଳ ଦୁଇଟି ପୃଷ୍ଠା ଯୋଗାଇ ଦିଆଯାଉଥିଲା, କିନ୍ତୁ ଏବେ ସେମାନଙ୍କର ଚାରିଟି ରହିବ । ପ୍ରଥମରେ ୨ଟି ପୃଷ୍ଠା ଏବଂ ଶେଷରେ ଆଉ ୨ ପୃଷ୍ଠା ରହିବ । ଯାହାଦ୍ବାରା ଛାତ୍ରଙ୍କୁ ଅଧିକ ସୁବିଧା ମିଳିବ ।

Post Views: 8
Share197Tweet123Send
Voice of Victims

Voice of Victims

Recent Posts

  • NEET UG ପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ କଲେ ବନ୍ଦ
  • ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା
  • ସଙ୍ଗିନୀ ଫାଉଣ୍ଡେସନର ରଜ ପରବ-2026 ପାଳିତ
  • ପୁରୀରେ ମୁଖ୍ୟମନ୍ତ୍ରୀଙ୍କୁ ଅଦ୍ଭୁତପୂର୍ବ ସ୍ଵାଗତ ସମ୍ବର୍ଦ୍ଧନା
  • ସୁପ୍ରିମକୋର୍ଟରେ ଅନୁଭବ-ବର୍ଷା ବିବାଦ, ଅନୁଭବଙ୍କ ଆବେଦନ ଉପରେ ସରକାରଙ୍କୁ ନୋଟିସ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In