• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଡ଼ ଖବର; ପୁଣି ବିଜେପି ରାଜ୍ୟ ସଭାପତି ହେଲେ ମନମୋହନ ସାମଲ

by Voice of Victims
July 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ମନମୋହନ ସାମଲଙ୍କୁ ମିଳିବ ବଡ ଦାୟିତ୍ବ, ପ୍ରଥମ ଥର ପାଇଁ ହେବେ ଅଧ୍ୟକ୍ଷ

ଭୁବନେଶ୍ୱର: ପୁଣି ମନମୋହନ ସାମଲ । ରାଜ୍ୟ ବିଜେପି ମଙ୍ଗୁଆଳ କିଏ ହେବେ ସେ ନେଇ ଦୀର୍ଘ ଦିନ ଧରି ଜାରି ରହିଥିଲା ଘମାସାନ । ଏବେ ତାହାର ଅନ୍ତ ଘଟିଛି । ପୁଣି ରାଜ୍ୟ ସଭାପତି ହେବେ ମନମୋହନ ସାମଲ । ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ମନମୋହନ ସାମଲ । ଆଉ ପୁଣି ଥରେ ସେ ରାଜ୍ୟ ସଭାପତି ହେବା ଏକ ପ୍ରକାର ସ୍ପଷ୍ଟ ।

ଏକ ମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ମନମୋହନ ସାମଲ । ଚତୁର୍ଥ ଥର ପାଇଁ ସଭାପତି ହୋଇଛନ୍ତି ମନମୋହନ ସାମଲ । କେବଳ ଯାହା ଔପଚାରିକତା ହିଁ ବାକି ରହିଛି । ମନମୋହନଙ୍କ ନେତୃତ୍ବରେ ଦଳ ଓଡ଼ିଶାରେ ବିଧାନସଭା ନିର୍ବାଚନ ଜିତିବା ସହିତ ପ୍ରଥମ ଥର ସରକାର ଗଠନ କରିଛି । ତେଣୁ ତାଙ୍କ ଉପରେ ପୁଣି ଆସ୍ଥା ପ୍ରକଟ କରିଛନ୍ତି କେନ୍ଦ୍ରୀୟ ନେତୃତ୍ବ । ପୁଣି ରାଜ୍ୟ ବିଜେପିର ମଙ୍ଗ ଧରିବାକୁ ଯାଉଛନ୍ତି ମନମୋହନ ।

Post Views: 562
Share208Tweet130Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In