• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା: ଉମର ବିସ୍ଫୋରଣ କରିଥିବା ନେଇ DNA ଟେଷ୍ଟରୁ ଜଣାପଡ଼ିଲା ସତ

by Voice of Victims
November 13, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଦିଲ୍ଲୀ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା: ଉମର ବିସ୍ଫୋରଣ କରିଥିବା ନେଇ DNA ଟେଷ୍ଟରୁ ଜଣାପଡ଼ିଲା ସତ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲ୍ଲା ନିକଟ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା । DNA ଟେଷ୍ଟରୁ ଚିହ୍ନଟ ହେଲା ବିସ୍ଫୋରଣକାରୀ । ମାଷ୍ଟର ମାଇଣ୍ଡ ଉମର ନବୀ ବିସ୍ଫୋରଣ କରିଥିଲା । ବିସ୍ଫୋରଣ କରିଥିବା ହ୍ୟୁଣ୍ଡାଇ-i20 କାର୍ ଚଲାଉଥିଲା ଡାକ୍ତର ଉମର ଉନ୍ ନବୀ । ତାଙ୍କ ମାଆଙ୍କ ସହ DNA ଟେଷ୍ଟ ପରେ ସ୍ପଷ୍ଟ ହୋଇଛି । ପୁଲୱାମା କୋଇଲ ଗାଁର ମାଷ୍ଟରମାଇଣ୍ଡ ଡାକ୍ତର ଉମର ନବୀ ବିସ୍ଫୋରଣରେ ସାମିଲ ଥିଲା ।

ବିସ୍ଫୋରଣ ହୋଇଥିବା ଗାଡିର ଖଣ୍ଡବିଖଣ୍ଡିତ ଅଂଶ, ଗୋଟିଏ କଟା ହାତ, ହାଡ ଓ ଦାନ୍ତ ଉଦ୍ଧାର କରିଥିଲେ ଫୋରେନସିକ୍ ଟିମ୍। ପରେ ନବୀଙ୍କ ମା ସମିମା ବାନୋଙ୍କ ଠାରୁ ସଂଗୃହିତ DNA ନମୁନା ସହ ମେଳ କରାଯାଇଥିଲା । ଯାହା ୧୦୦ ପ୍ରତିଶତ ମେଳ କରିଛି । ପରେ ବିସ୍ଫୋରଣ ଘଟାଇଥିବା ଗାଡିର ଚାଳକ ଉମର ନବୀ ଥିଲେ ବୋଲି ସ୍ପଷ୍ଟ ହୋଇଛି । ଗୁଲାମ ନବୀ ଭଟ୍ଟଙ୍କ ପୁଅ ଡାକ୍ତର ନବୀ ହରିୟାଣାର ଫରିଦାବାଦରେ ଥିବା ଅଲ-ଫାଲହ ମେଡିକାଲ କଲେଜରେ ମେଡିସିନ୍ ର ଜଣେ ସହକାରୀ ପ୍ରଫେସର ଥିଲେ । ସେ ଜୈଶ୍-ଏ-ମହମ୍ମଦ ସମର୍ଥିତ ଆତଙ୍କୀ ନେଟୱର୍କର ମୁଖ୍ୟ ସଦସ୍ୟ ଥିଲେ ।

Post Views: 80
Share198Tweet124Send
Voice of Victims

Voice of Victims

Recent Posts

  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ
  • ୪ ତାରିଖ ଯାଏଁ ଜାରି ରହିବ ଝଡ ବର୍ଷାର ପ୍ରଭାବ
  • ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ ରୁ ୪ ଲେନ୍ କରାଯାଉ, ମୋହନ ମାଝୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In