• About Us
  • Contact Us
Sunday, April 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭଦ୍ରକରେ ବିଜେଡିକୁ ବଡ଼ ଝଟକା, ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ

by Voice of Victims
April 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭଦ୍ରକରେ ବିଜେଡିକୁ ବଡ଼ ଝଟକା, ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ

ବିଜୁ ଜନତା ଦଳ (ବିଜେଡି)କୁ ଭଦ୍ରକ ଜିଲ୍ଲାରେ ଆଜି ବଡ଼ ଝଟକା ଲାଗିଛି । ଦଳର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସମେତ ୫୦୦ରୁ ଅଧିକ କର୍ମୀ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ।ଏହାସହିତ ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ସୁବାସିନୀ ସାହୁ, ବିଜେଡି ନେତା ଶସୀ କୁମାର ସାହୁଙ୍କ ସମେତ ଜିଲ୍ଲା ପରିଷଦର ପୂର୍ବତନ ସଦସ୍ୟ, ବ୍ଲକ୍ ଅଧ୍ୟକ୍ଷ, ସରପଞ୍ଚ, ସମିତି ସଭ୍ୟ ଏବଂ ବିଭିନ୍ନ ପଞ୍ଚାୟତର ୫୦୦ରୁ ଅଧିକ ସକ୍ରିୟ କର୍ମୀ ଦଳ ଛାଡ଼ିଛନ୍ତି ।

ଅନେକ ସରପଞ୍ଚ ଓ ସମିଟ ସଭ୍ୟଙ୍କ ସମେତ ୫୦୦ରୁ ଊର୍ଦ୍ଧ୍ୱ ନେତା ଓ କର୍ମୀ ଆଜି ସମୂହ ଭାବେ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ମାସ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳରୁ ମଞ୍ଜୁଲତା ମଣ୍ଡଳ ଓ ମୁକ୍ତିକାନ୍ତ ମଣ୍ଡଳ ନିଲମ୍ବିତ ହୋଇଥିଲେ ।

Post Views: 23
Share198Tweet124Send
Voice of Victims

Voice of Victims

Recent Posts

  • ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ଦିଲ୍ଲୀ ଏୟାରପୋର୍ଟରେ ଉଡ଼ାଣ ଭରୁଥିବା ବେଳେ ବିମାନ ଇଂଜିନରେ ଲାଗିଲା ନିଆଁ, ଭିତରେ ଥିଲେ ୨୨୮ ଯାତ୍ରୀ
  • ରଥାଯାତ୍ରା ପାଇଁ ଆକ୍ସନ ପ୍ଲାନ, କାମ ସାରିବାକୁ ଡେଡଲାଇନ୍ ଦେଲେ ମୁଖ୍ୟ ଶାସନ ସଚିବ
  • ପଞ୍ଜାବରେ AAPକୁ ଲାଗିପାରେ ବଡ଼ ଝଟ୍‌କା, ଦଳ ଛାଡ଼ିପାରନ୍ତି ୨୮ ବିଧାୟକ
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେଡି ସାଂସଦ, କହିଲେ- ତୁରନ୍ତ ମହାନଦୀ ବିବାଦରେ ହସ୍ତକ୍ଷେପ କରନ୍ତୁ, ନହେଲେ…

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In