• About Us
  • Contact Us
Thursday, March 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ୫ ମିନିଟ ସମୟ ମାଗିଛି ବିଜେଡି, ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନା କରିବାକୁ ନିବେଦନ କରିଛି ଦଳ

by Voice of Victims
July 14, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଆଜି ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ୫ ମିନିଟ ସମୟ ମାଗିଛି ବିଜେଡି, ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନା କରିବାକୁ ନିବେଦନ କରିଛି ଦଳ

ଭୁବନେଶ୍ବର : ଆଜି ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ୫ ମିନିଟ ସମୟ ମାଗିଛି ବିଜେଡି ।  ଏଫଏମ କଲେଜ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ ଘଟଣାରେ ଫେରାଦ ହେବ ବିଜେଡି ।  ରାଜ୍ୟରେ ଚାଲିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବାକୁ ନିବେଦନ କରିଛି ଦଳ ।

ଓଡ଼ିଶାରେ ମହିଳା ସୁରକ୍ଷିତ ନୁହନ୍ତି ।  ଏବେ ନିଜେ ରାଷ୍ଟ୍ରପତି ଭରଷା ଦେବା ପାଇଁ ଆଶା କରିଛୁ ବୋଲି ବିଜେଡି କହିଛି ।   ଛାତ୍ରୀ ଜୀବନ ହାରିବାକୁ ଉଦ୍ୟମ ଘଟଣାକୁ ରାଷ୍ଟ୍ରପତି ହୃଦଙ୍ଗମ କରିପାରିବେ ବୋଲି କହିଛନ୍ତି ବିଜେଡି ନେତ୍ରୀ ।

Post Views: 83
Share198Tweet124Send
Voice of Victims

Voice of Victims

Recent Posts

  • ଖାମେନେଇଙ୍କ ମୃତ୍ୟୁରେ ଭାରତର ଶୋକ, ଇରାନୀ ଦୂତାବାସ ପହଞ୍ଚିଲେ ବିଦେଶ ସଚିବ
  • ସଡ଼କ ଦୁର୍ଘଟଣାରେ ୨୨ ବର୍ଷୀୟ ଯୁବକ ମୃତ
  • ଟ୍ରମ୍ପଙ୍କୁ ମିଳିଲା ସିନେଟର ସବୁଜ ସଙ୍କେତ, ଇରାନ ଉପରେ ଆମେରିକାର ଆକ୍ରମଣ ଜାରି ରହିବ!
  • ନିତିଶ କୁମାରଙ୍କ ପ୍ରଥମ ପ୍ରତିକ୍ରିୟା, ରାଜ୍ୟସଭା ଯିବାକୁ ଚାହୁଁଛି
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In