• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଚାଳିଶ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରୀ କଲା ବିଜେଡି, ପ୍ରଥମରେ ନବୀନ, ଦ୍ବିତୀୟରେ ପାଣ୍ଡିଆନ

by Voice of Victims
April 20, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଚାଳିଶ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରୀ କଲା ବିଜେଡି, ପ୍ରଥମରେ ନବୀନ, ଦ୍ବିତୀୟରେ ପାଣ୍ଡିଆନ

ଭୁବନେଶ୍ବର: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଶନିବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି। ଦଳର ଷ୍ଟାର ପ୍ରଚାରକମାନେ ହେଲେ କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ସଞ୍ଜୟ କୁମାର ଦାସବର୍ମା, ପଦ୍ମନାଭ ବେହେରା, ପ୍ରଦୀପ କୁମାର ଅମାତ, ଏନ୍‌. ଭାସ୍କର ରାଓ, ସୁବାସ ସିଂହ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହନ୍ତ, ମୁନା ଖାନ୍‌, ସୁଲତା ଦେଓ, ରବୀନ୍ଦ୍ର କୁମାର ଜେନା, ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରୀତିରଞ୍ଜନ ଘଡ଼େଇ, ପ୍ରଣବ କୁମାର ବଳବନ୍ତରାୟ, ଚିରଞ୍ଜୀବ ବିଶ୍ୱାଳ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରୀମୟୀ ମିଶ୍ର, ଏସ୍କେ ନିଜାମୁଦ୍ଦିନ, ଈଶ୍ୱର ପାଣିଗ୍ରାହୀ, ଅମରେଶ ଜେନା ଓ ଏଲିନା ଦାସ।

Post Views: 31
Tags: BJJ issued a list of 40 star preachersNaveen first
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In