• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବିଜେପିରେ ଯୋଗ ଦେଲେ ବିଜେଡି ନେତ୍ରୀ ସନ୍ଧ୍ୟାବତୀ ପ୍ରଧାନ ଏବଂ ଲିଙ୍କନ ସୁବୁଦ୍ଧି

by Voice of Victims
April 2, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଜେପିରେ ଯୋଗ ଦେଲେ ବିଜେଡି ନେତ୍ରୀ ସନ୍ଧ୍ୟାବତୀ ପ୍ରଧାନ ଏବଂ ଲିଙ୍କନ ସୁବୁଦ୍ଧି

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା ଶ୍ରୀମତୀ ସନ୍ଧ୍ୟାବତୀ ପ୍ରଧାନ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗ ଦେଇଛନ୍ତି । ତାଙ୍କ ସହ ପୂର୍ବତନ ଡେଲାଙ୍ଗ ବ୍ଲକ ଚେୟାରମ୍ୟାନ ସୁଷମା ସେଠୀ, ଭାଇସ ଚେୟାରମ୍ୟାନ ରମାମଣୀ ପ୍ରଧାନ, ପୂର୍ବତନ ସରପଂଚ କେଳୁଚରଣ ସେଠୀ, ଗୋପିନାଥ ବେହେରା, ପୂର୍ବତନ ୱାର୍ଡମେମ୍ବର ହରମୋହନ ପ୍ରଧାନ, ସନ୍ଧ୍ୟାରାଣୀ ମହାପାତ୍ର, ରିଜା କିଶୋର ଶିକ୍ଷା ପ୍ରମୁଖ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ସେହିପରି ବିଜୁ ମହିଳା ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀମତୀ ଲିଙ୍କନ ସୁବୁଦ୍ଧିଙ୍କ ନିଜ ସମର୍ଥକଙ୍କ ସହିତ ବିଜେପିରେ ଯୋଗ ଦେଇଛନ୍ତି। ଶ୍ରୀମତୀ ସୁବୁଦ୍ଧି କହିଛନ୍ତି ଯେ, ମୋଦିଜୀଙ୍କ ଶାସନରେ ଅନୁପ୍ରାଣିତ ହୋଇ ବିଜେପିରେ ମିଶିଲି। ମୋଦିଜୀ ସର୍ବଦା ନାରୀଙ୍କ ସମ୍ମାନ ପାଇଁ ଚିନ୍ତା କରିଛନ୍ତି । ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକସଭା ପ୍ରାର୍ଥୀ ଡ.ସମ୍ବିତ ପାତ୍ର ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଥିଲେ । ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ରାଜ୍ୟ ସମ୍ପାଦକ ସରୋଜ କର, ଜିଲ୍ଲା ସଭାପତି ତଥା ପିପିଲି ବିଧାୟକ ପ୍ରାର୍ଥୀ ଆଶ୍ରୀତ ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶଙ୍କର୍ଷଣ ପରିଡା, ସତ୍ୟବାଦୀ ବିଧାୟକ ପ୍ରାର୍ଥୀ ଓମପ୍ରକାଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Post Views: 37
Share207Tweet130Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In