• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବ୍ରହ୍ମପୁରରେ ବିଜେପି ନେତାଙ୍କୁ ଗୁଳିମାଡ଼ କରି ହତ୍ୟା; ପୂରା ଅଞ୍ଚଳରେ କୋକୁଆ ଭୟ

by Voice of Victims
October 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବ୍ରହ୍ମପୁରରେ ବିଜେପି ନେତାଙ୍କୁ ଗୁଳିମାଡ଼ କରି ହତ୍ୟା; ପୂରା ଅଞ୍ଚଳରେ କୋକୁଆ ଭୟ

ବ୍ରହ୍ମପୁର : ବ୍ରହ୍ମପୁରରେ ବିଜେପି ନେତା  ତଥା ବରିଷ୍ଠ ଆଇନୀଜୀବୀ  ପୀତବାସ ପଣ୍ଡାଙ୍କୁ ଗୁଳିମାଡ଼ । ବାଇକ୍ ରେ ଆସି ଦୁଇ ରାଉଣ୍ଡ ଗୁଳିମାଡ଼ କଲେ ର୍ଦୁବୃତ୍ତ ।  ରାତି ପ୍ରାୟ ୧୦ ଟା ସମୟରେ ଦୁର୍ବୃତ୍ତମାନେ ଗୁଳିମାରିଥିଲେ ।  ବ୍ରହ୍ମlନଗରରେ ଦୁଇ ରାଉଣ୍ଡ ଗୁଳିମାଡ଼ କରିଥିଲେ ଦୁର୍ବୃତ୍ତ। ତେବେ ପୀତବାସଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମେଡିକାଲ୍ ରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

ବ୍ରହ୍ମାନଗରରେ ଥିବା ତାଙ୍କ ଘର ନିକଟରେ ଦୁଇ ଦୁର୍ବୁତ୍ତ ଅତି ନିକଟରୁ ଗୁଳି କରିଥିଲେ । ରାଜ୍ୟ ବାର କାଉନସିଲ ର ସଭ୍ୟ ଥିବା ପୀତବାସ ପଣ୍ଡା ବିଜେପି ନେତା ଓ ଶ୍ରମିକ ନେତା ରୂପେ ମଧ୍ୟ ନିଜର ସଂଗଠନ କରିଥିଲେ । ସୋମବାର ରାତି ପ୍ରାୟ ଦଶଟା ସମୟରେ ଘରକୁ ଫେରୁଥିବା ବେଳେ ତାଙ୍କ ଘର ନିକଟରେ ଦୁଇ ଜଣ ତାଙ୍କୁ ଅଟକାଇ ଗୁଳି ମାଡ଼ କରିଥିଲେ । ପୋଲିସ ଆଇଜି, ଗଞ୍ଜାମ ଏସପି ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ଜୋରଦାର ତଦନ୍ତ ଚଳାଇଛନ୍ତି । ମନ୍ତ୍ରୀ ବିଭୁତି ଜେନା, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର ଓ ବହୁ ଆଇନଜୀବୀ ବୁଦ୍ଧିଜୀବୀ ଘଟଣାର ଦୃଢ଼ ନିନ୍ଦା କରିଛନ୍ତି ।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In