• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

BMC ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ, ଭର୍ତ୍ତି ହେଲେ ହସ୍ପିଟାଲରେ

by Voice of Victims
July 2, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ବିଏମସି ଅଫିସରଙ୍କୁ ମାଡ ଘଟଣା, ଜଗା ପ୍ରଧାନଙ୍କୁ ଛାଡି ଅନ୍ୟ ୫ ବିଜେପିରୁ ନିଲମ୍ବିତ

ଭୁବନେଶ୍ୱର : BMC ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ । BMC ଅଫିସ ଭିତରେ ଅସୁସ୍ଥ ହେଲେ ଅତିରିକ୍ତ କମିଶନର । ନିଜ ଚାମ୍ବରରେ ବସିଥିବା ବେଳେ ତଳେ ପଡ଼ିଗଲେ । ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହେଲେ ରତ୍ନାକର । ୨ ଦିନ ତଳେ ଅଫିସ ଭିତରେ ଆକ୍ରମଣର ଶିକାର ହୋଇଥିଲେ ।

ଏପଟେ OAS ସଂଘ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରି ୩ ଦଫା ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦେଇଛି । ଏହି ଘଟଣାରେ ଜଗନ୍ନାଥ ପ୍ରଧାନଙ୍କ ହାତ ରହିଛି ଅଭିଯୋଗ କରି ତାଙ୍କ ଗିରଫ ଦାବି କରିଛି ସଂଘ । ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି ବୋଲି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ ଦେଇଛନ୍ତି । OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ସହ ଓଏଏସ ଅଧିକାରୀଙ୍କ ଆନ୍ଦୋଳନର ଖୁବ୍ ଶୀଘ୍ର ସମାଧାନ ହେବ ବୋଲି କହିଛନ୍ତି ।

Post Views: 85
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In